• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ

by Voice of Victims
August 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ

ଭୁବନେଶ୍ୱର : ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ସାରା ଦେଶରେ ସ୍ବାଧୀନତା ଦିବସର ଆନନ୍ଦ ଉତ୍ସାହ । ଭୁବନେଶ୍ବର ମାହାତ୍ମାଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସଙ୍ଗଠିତ ଅପରାଧକୁ ଦମନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡ଼ା ଯିବନାହିଁ । ସେମାନଙ୍କ ସ୍ଥାନ ଜେଲ୍ ରେ ସମାଜରେ ନୁହେଁ। ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳାଙ୍କ ସୁରକ୍ଷାରେ ଅବହେଳା କଲେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୋଟାମୋଟି ରାଜ୍ୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଅଧିକ ପ୍ରଭାବୀ କରିବାକୁ ପଡ଼ିବ। ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର।  ନିଶା ମାଫିଆଙ୍କୁ ଦମନ ପାଇଁ ଦିଆଯାଇଛି ନିର୍ଦ୍ଦେଶ। ଗାଁ ଠାରୁ ରାଜଧାନୀ ପର୍ଯ୍ୟନ୍ତ ଗୁଣ୍ଡାରାଜକୁ ଦମନ କରାଯିବ। ସଙ୍ଗଠିତ ଅପରାଧକୁ ନିୟନ୍ତ୍ରଣ ପାଇଁ ଆଇନ ଆଣିବାକୁ ପଛାଇବୁନି। ଦାଦାବଟି , ଚାନ୍ଦା ଆଦାୟକୁ ସଙ୍ଗଠିତ ଅପରାଧ ଭାବେ ବିଚାର କରାଯିବ।  ଶିକ୍ଷାନୁଷ୍ଠାନରେ କ୍ୟାମ୍ପସକୁ ସୁରକ୍ଷିତ ଅଞ୍ଚଳ ଘୋଷଣା କରାଯିବ। କ୍ୟାମ୍ପସରେ ନିଶାସେବନକୁ ସମ୍ପୂର୍ଣ୍ଣ ବାରଣ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Post Views: 71
Share198Tweet124Send
Voice of Victims

Voice of Victims

Recent Posts

  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !
  • ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୭.୪
  • ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ
  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In