• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼, ଜଣେ ବ୍ୟକ୍ତି ତାଙ୍କୁ ଚଟକଣି ମାରିଥିବା ଅଭିଯୋଗ

by Voice of Victims
August 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…

କୋରାପୁଟ: ତାରାଙ୍କୁ ଶକ୍ତ ଚାପୁଡ଼ା । ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼ ।  ଗତ ୧୪ ତାରିଖ ରାତିରେ କୋରାପୁଟ ବସଷ୍ଟାଣ୍ଡ ଠାରେ ଜଣେ ବ୍ୟକ୍ତି ତାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ବସଷ୍ଟାଣ୍ଡରେ ମସାଲ ଶୋଭାଯାତ୍ରାବେଳେ ମାଡ଼ ମାରିଥିଲେ କୃଷ୍ଣ କୁଲଦୀପ। ଏନେଇ ବିଧାୟକ ତାରା ବାହିନୀପତିଙ୍କ ପିଏସଓ ଥାନାରେ କୃଷ୍ଣ କୁଲଦୀପଙ୍କ ନାଁରେ ଏତଲା ଦେଇଛନ୍ତି ।

ଅନ୍ୟପକ୍ଷରେ କୃଷ୍ଣ କୁଲଦୀପ ମଧ୍ୟ ଥାନାରେ ତାରା ପ୍ରସାଦ ବାହିନୀପତି ଓ ତାଙ୍କ ଦୁଇ ଭାଇ ଟୁନା ବାହିନୀପତି ଏବଂ ଭଗବାନ ବାହିନୀପତିଙ୍କ ନାମରେ ପାଲଟା ଏତଲା ଦେଇଛନ୍ତି । କୃଷ୍ଣ କୁଲଦୀପ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତିଯେ, ତାରା ବାହିନୀପତି ଓ ତାଙ୍କ ୨ ଭାଇ ମତେ ମାରିବାକୁ ଷଡ଼ଯନ୍ତ୍ର କରିଥିଲେ । ସେ ବିଷୟରେ ବୁଝିବାକୁ ଯିବାବେଳେ ତାରାବାହିନୀପତିଙ୍କ ଲୋକମାନେ ମତେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରି ଜୀବନରେ ମାରିଦେବାକୁ ଧମକ ଦେବା ସହ ନିସ୍ତୁକ ମାଡ଼ ମାରିଥିଲେ ।  ଏନେଇ ତାରାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ସୋସିଆଲ ମିଡିଆରେ ଏହି ଭିଡିଓ ଏବେ ଭାଇରାଲ ହେବାର ଲାଗିଛି । ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।

Post Views: 52
Share201Tweet126Send
Voice of Victims

Voice of Victims

Recent Posts

  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !
  • ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୭.୪
  • ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ
  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In