• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଭବନରେ ଓଡ଼ିଆ ଐତିହ୍ୟର ଝଲକ ରହିବ

by Voice of Victims
August 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର : ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି ।  ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି ।  ଓଡ଼ିଶା ଭବନରେ ଓଡିଆ ଐତିହ୍ୟର ଝଲକ ରହିବ । ରାଜ୍ୟର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟରଙ୍କୁ ପରାମର୍ଶ ଦେଇଥିଲେ ।

ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।  ମୋଟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି G+6 ଭବନ ନିର୍ମାଣ କରାଯିବ ।  ଏଥିରେ ମୋଟ ୪୫ଟି କୋଠରୀ ରହିବ। ଓଡ଼ିଶା ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି ।

ସେହିପରି ମୁମ୍ବାଇକୁ ଓଡ଼ିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଥିବାରୁ ମୁମ୍ବାଇ ଓଡ଼ିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।  ଏଥିସହିତ ଓଡ଼ିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡ଼ିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ମଧ୍ୟ ଓଡ଼ିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି ।

Post Views: 109
Share200Tweet125Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In