• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡିଶା ସିଭିଲ ସର୍ଭିସ ୨୦୨୩ ଲିଖିତ ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୮୦୬ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ

by Voice of Victims
August 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଓଡିଶା ସିଭିଲ ସର୍ଭିସ ୨୦୨୩ ଲିଖିତ ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୮୦୬ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ

କଟକ : ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସେସ୍ – ୨୦୨୩ର ମେନ୍ ଏଗଜାମ ରେଜଲ୍ଟ । ୮୦୬ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏଥିରେ ୨୯୩ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଓପିଏସସି ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ଯେଉଁମାନେ ଲିଖିତ ପରୀକ୍ଷାରେ ପାସ୍ କରିଛନ୍ତି ସେମାନଙ୍କର ଡକ୍ୟୁମେଣ୍ଟ ଭେରିଫିକେସନ୍ ଏବଂ ମୌଖିକ ପରୀକ୍ଷା ହେବ ।

ସେପ୍ଟେମ୍ବର ୬ରୁ କଟକ ସ୍ଥିତ ଓପିଏସସି କାର୍ଯ୍ୟାଳୟରେ ଡକ୍ୟୁମେଣ୍ଟ ଭେରିଫିକେସନ୍ ଓ ମୌଖିକ ପରୀକ୍ଷା ହେବ । ଖୁବ୍ ଶୀଘ୍ର ଏ ନେଇ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇବ । ଆଟେଷ୍ଟେସନ୍ ଫର୍ମ, ବାୟୋଡାଟା ଫର୍ମ ଏବଂ ଡିକ୍ଲାରେସନ୍ ଫର୍ମାଟ ଡାଉନଲୋଡ୍ କରିବାକୁ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ କୁହାଯାଇଛି ।

Post Views: 111
Share199Tweet125Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In