• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜଗନ୍ନାଥବଲ୍ଲଭ ବହୁତଳ ପାର୍କିଂରୁ ଖସିଲା ବୋଲେରୋ, ଡ୍ରାଇଭର ଗୁରୁତର

by Voice of Victims
August 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ଜଗନ୍ନାଥବଲ୍ଲଭ ବହୁତଳ ପାର୍କିଂରୁ ଖସିଲା ବୋଲେରୋ, ଡ୍ରାଇଭର ଗୁରୁତର

ପୁରୀ : ଜଗନ୍ନାଥବଲ୍ଲଭ ବହୁତଳ ପାର୍କିଂରୁ ଖସିଲା ବୋଲେରୋ । ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟି ଲେବଲ୍ ପାର୍କିଂରୁ ତଳକୁ ଖସି ପଡ଼ିଛି ବୋଲେରୋ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ଗୁରୁତର ହୋଇଛନ୍ତି । ଭାଗ୍ୟବଶତଃ ଗାଡ଼ିରେ କୌଣସି ଯାତ୍ରୀ ନଥିଲେ ।

ଉପରମହଲାରୁ ତଳକୁ ଖସି ପଡ଼ିଥିଲା ବୋଲେରୋ । ଆହତ ଡ୍ରାଇଭରଙ୍କୁ ପୁରୀ ସଦର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କିପରି ଗାଡ଼ିଟି ତଳକୁ ଖସି ପଡ଼ିଲା ଟାଉନ ଥାନା ପୋଲିସ ତଦନ୍ତ କରୁଛି ।

Post Views: 112
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In