• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି : ୭ ନୂଆ ମ୍ୟୁନିସପାଲିଟି, ୧୬ ନୂଆ NAC ହେଲା ଘୋଷଣା

by Voice of Victims
August 31, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଏଣିକି ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଝିଅ ହେଲେ ୧୨ ହଜାର

ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବର ରେଳ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ନଗର ଉନ୍ନୟନ ବିଭାଗ ସଚିବ ଉଷା ପାଢ଼ୀ ଉପସ୍ଥିତ ଥିଲେ ।

ଏହି ଅବସରରେ ୭ ନୂଆ ମ୍ୟୁନିସପାଲିଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା, ଛତ୍ରପୁର ନୂଆ ମ୍ୟୁନିସପାଲିଟି, କବିସୂର୍ଯ୍ୟନଗର ଓ ପୋଲସରା ନୂଆ ମ୍ୟୁନିସପାଲିଟି ହୋଇଛି । ସେହିପରି ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋଇସିଂହା, ସୋହେଲା, ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ଚଣ୍ଡିଖୋଲ, ନର୍ଲା, ଜୟପାଟଣା, ଟାଙ୍ଗୀ, ବୋରିଗୁମା, କପ୍ତିପଦା, ଯଶୀପୁର, ରାସଗୋବିନ୍ଦପୁର ।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In