• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୨ ତାରିଖରେ ଏକ ନୂଆ ଲଘୁଚାପ ସୃଷ୍ଟି ସମ୍ଭାବନା,ଆଜି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

by Voice of Victims
September 1, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ ।  ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।  ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ କରାଯାଇଛି।

ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ଆକଳନ କରିଛି ।  ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।  ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।  ସେହିପରି ଆସନ୍ତାକାଲି ୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଲଘୁଚାପ ପ୍ରଭାବରେ ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।  ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Post Views: 33
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In