• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

by Voice of Victims
September 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

ରଣପୁର, ୦୬/୦୯ : ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରର ପାମ୍ପଡା ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମରେ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ଶିକ୍ଷବିତ୍ ଅଶୋକ କୁମାର ଦାଶ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ଏହି ବୈଠକ କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ପାମ୍ପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମଧୁଛନ୍ଦା ମହାନ୍ତି ଙ୍କ ସହଯୋଗରେ ପରିଚାଳିତ ହୋଇ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଯାଇଛି | ଏହି ବୈଠକରେ ପୂର୍ବ ମାସ (ଅଗଷ୍ଟ)ର ବିଷୟବସ୍ତୁ, ନିପୁଣ ସପ୍ତାହ, ଶିକ୍ଷଣ ସୋପାନ ବ୍ୟବହାର, ଏକାଡେ଼ମିକ କ୍ୟାଲେଣ୍ଡର, ବିଦ୍ୟାଳୟ ପରିଦର୍ଶନ ଆଦି ପ୍ରସଙ୍ଗ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା |

ଶିକ୍ଷକ ଭ୍ରମରବର ତାଡ଼ ଓ ଭାଗବତ ଜେନା ବହୁ ଶ୍ରେଣୀ ଶିକ୍ଷାଦନ କୁ ନେଇ ମଡେଲ ଶିକ୍ଷାଦନ କରିଥିଲେ | ସାଧନ କେନ୍ଦ୍ର ସଯୋଜକ ଶ୍ରୀ ରଣା ସମ୍ପୂର୍ଣ ବିଷୟ ବସ୍ତୁ ଆଲୋଚନା କରିଥିଲେ | ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ୮ଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ଓ ଏଫ.ଏଲ.ଏନ. ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମ ପରିଚାଳନାରେ ସ୍ଵର୍ଣ୍ଣଲତା ସିଂଦେଓ, ବିନୋଦିନୀ କୁଣ୍ଡ, ସୁକାନ୍ତ କୁମାର ସାହୁଙ୍କ ସମେତ ସମସ୍ତେ ସମ୍ପୂର୍ଣ ସହଯୋଗ କରିଥିଲେ | ଅଜୟ କୁମାର ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ |

Post Views: 101
Share206Tweet129Send
Voice of Victims

Voice of Victims

Recent Posts

  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା
  • ଦିନରେ ପ୍ରବଳ ଗରମ, ସନ୍ଧ୍ୟାରେ ହେବ ବର୍ଷା; ୫ ଦିନ ରାଜ୍ୟରେ ଏଭଳି ସ୍ଥିତି
  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In