• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ରାଜଧାନୀରେ ବୁଲା କୁକୁର ଗଣନା, BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି

by Voice of Victims
September 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜିଠୁ ରାଜଧାନୀରେ ବୁଲା କୁକୁର ଗଣନା, BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି

ଭୁବନେଶ୍ୱର : ଆଜିଠୁ ରାଜଧାନୀରେ ବୁଲାକୁକୁର ଗଣତି । ରାଜ୍ୟରେ ପ୍ରଥମ ଥର ପାଇଁ ବିଏମସି ପକ୍ଷରୁ ବୁଲା କୁକୁର ଗଣନା ଆରମ୍ଭ ହୋଇଛି ।  BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି । ୨୫ ତାରିଖ ପର୍ଯ୍ୟନ୍ତ ବିଏମସିର ୬୭ଟି ୱାର୍ଡରେ ଏହି ଗଣନା ହେବ । ଏଥିପାଇଁ ଜୋନ୍ ଓ ୱାର୍ଡରେ ତିବା ପ୍ରତ୍ୟେକ ଗଳି ପାଇଁ ୪୧୦ଟି ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଗଳି କନ୍ଦିରେ ୨ଟି ପର୍ଯ୍ୟାୟରେ ବୁଲା କୁକୁର ଗଣନା କରାଯିବ ।

ପ୍ରଥମ ପର୍ଯ୍ୟାୟ କୁକୁର ଗଣତି ସେପ୍ଚେମ୍ବର୧୮ରୁ ୨୧ ତାରିଖ ଓ ଦ୍ବିତୀୟ ପର୍ଯ୍ୟାୟ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଦକ୍ଷ ପଶୁ ଡାକ୍ତରଙ୍କ ତତ୍ବାବଧାନରେ ସ୍ବଛସାଥୀ, ସ୍ବଛ ସୁପରଭାଜର, ସାନିଟାରି ଇନିସପେକ୍ଟର, ଏସଏମଟିଏ, ଡିଇଓ, ସିଓ, ୱାର୍ଡ ଅଫିସର ପ୍ରମୁଖ ଗଣତିରେ ନିୟୋଜିତ ହୋଇଛନ୍ତି । ଗଣତି ଦ୍ବାରା ବିଏମସି ଅଞ୍ଚଳରେ କେତେ ବୁଲା କୁକୁର ଅଛନ୍ତି, ତାର ଏକ ଚିତ୍ର ମିଳିପାରିବ ।

Post Views: 46
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In