• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁଣି ଭାରତରେ ଭୂକମ୍ପର ଝଟକା, ତୀବ୍ରତା ୩.୨

by Voice of Victims
September 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପୁଣି ଭାରତରେ ଭୂକମ୍ପର ଝଟକା, ତୀବ୍ରତା ୩.୨

ଅରୁଣାଞ୍ଚଳ ପ୍ରଦେଶ : ଆଜି ସକାଳେ ଭାରତରେ ପୁଣି ଭୂକମ୍ପର ଝଟକା ଅନୁଭୂତ । ଭାରତର ଅରୁଣାଞ୍ଚଳ ପ୍ରଦେଶର ଉପର ସିଆଙ୍ଗ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୩.୨ ରହିଥିବା ଜଣାପଡିଛି ।

ସୂଚନାନୁଯାୟୀ, ଭୂକମ୍ପ ଆଜି ସକାଳ ୩:୧:୧୭ରେ ଅନୁଭୂତ ହୋଇଥିଲା ବୋଲି NSC ସୂଚନା ଦେଇଛନ୍ତି । ଏହାର କେନ୍ଦ୍ରସ୍ଥଳ ଅରୁଣାଞ୍ଚଳ ପ୍ରଦେଶର ସିଆଙ୍ଗରେ ଥିଲା । ଯାହାର ଗଭୀରତା ୧୦ କିଲୋମିଟରରେ ଥିଲା । ଭୂକମ୍ପର ଅକ୍ଷାଂଶ ୨୯.୬ ଏବଂ ଦ୍ରାଘିମା ୯୪.୪୫ରେ ଅନୁଭୂତ ହୋଇଥିଲା । କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷୟକ୍ଷତିର କୌଣସି ସୂଚନା ନାହିଁ ।

ନିକଟରେ ରବିବାର ଗୁଜରାଟ କଚ୍ଛ ଜିଲ୍ଲାରେ ୩.୧ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ଅପରାହ୍ଣ ୧୨.୪୧ରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ଭାଚାଉରୁ ପ୍ରାୟ ୧୨ କିଲୋମିଟର ଉତ୍ତର-ପୂର୍ବରେ ଥିଲା । ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତିର କୌଣସି ସୂଚନା ନାହିଁ ବୋଲି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ କହିଥିଲେ ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In