• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା, ପଳାଶୁଣୀରେ ନିର୍ମାଣ ହେବ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

by Voice of Victims
September 25, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା, ପଳାଶୁଣୀରେ ନିର୍ମାଣ ହେବ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ଯ୍ୟ କରୁଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଏମସି ପକ୍ଷରୁ ପୁରୁଣା ଭୁବନେଶ୍ୱରରେ ଆୟୋଜିତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ସ୍ୱଚ୍ଛ ସର୍ବେକ୍ଷଣରେ ଭୁବନେଶ୍ୱରକୁ କିଭଳି ଏକ ନମ୍ବର ମାନ୍ୟତା ମିଳିବ ସେ ଦିଗରେ ଭୁବନେଶ୍ୱର ମହାନଗର ନିଗମ ଆହୁରି ତତ୍ପର ହୋଇ କାମ କରିବାର ଆବଶ୍ୟକତା କହିଛନ୍ତି ।

ଭୁବନେଶ୍ୱର କର୍ପୋରେସନ ଅଞ୍ଚଳରୁ ପ୍ରତିଦିନ ୮ ଶହ ଟନ ଅଳିଆ ବାହାରୁଛି । ୪ ସହ ଟନ୍ ଓଦା ଏବଂ ୩୯୦ ଟନ୍ ପାଖାପାଖି ଶୁଖିଲା ଅଳିଆ ବାହାରୁଛି। ଯାହାକୁ ବିଭିନ୍ନ ପଦ୍ଧତିରେ ଡି-ସେଣ୍ଟ୍ରାଲାଇଜଡ କରିବା ପାଇଁ ସ୍ୱତନ୍ତ୍ର ଭାବେ SHG ମହିଳାଙ୍କୁ ଟ୍ରେନିଂ ଦିଆଯାଇଛି । ୱଷ୍ଟେ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ ପାଇଁ ଗୋଟିଏ ପ୍ରିଲିମିନାରୀ ଆଲୋଚନା ସରିଛି । ପଳାଶୁଣୀରେ ଏହି ପ୍ଲାଣ୍ଟ ନିର୍ମାଣ ହେବ । ନିଷ୍ପତିର ୬ ମାସ ମଧ୍ୟରେ ପ୍ଲାଣ୍ଟ କାମ ସାରିବାକୁ ଲକ୍ଷ୍ୟ ରହିଛି । ଭୁବନେଶ୍ୱର, କଟକ, ପୁରୀ, ଜଟଣୀ ଭଳି ପ୍ରମୁଖ ମୁନିସିପାଲିଟିରୁ ବାହାରୁ ଥିବା ସମସ୍ତ ଅଳିଆକୁ ଗୋଟିଏ ଜାଗାରେ ପ୍ରୋସେସ୍ କରିବାରର ଯୋଜନା ରହିଛି ।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In