• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆସନ୍ତା ୨୪ ଘଣ୍ଟାରେ ନେବ ଅବପାତର ରୂପ 

by Voice of Victims
September 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଅବପାତରେ ପରିଣତ ହେଲା ଲଘୁଚାପ, ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର :  ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  ।  ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ।  ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ ।   ପରବର୍ତ୍ତୀ ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ ।  ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି।

Post Views: 38
Share197Tweet123Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In