• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଇନ କାନୁନ

କମିଶନରେଟ ପୋଲିସ ହାତରେ କୁଖ୍ୟାତ ବନ୍ଧୁକ ବେପାରୀ, ଅଟୋମେଟିକ ବନ୍ଧୁକ ଜବତ

by Voice of Victims
September 27, 2025
in ଆଇନ କାନୁନ, ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
କମିଶନରେଟ ପୋଲିସ ହାତରେ କୁଖ୍ୟାତ ବନ୍ଧୁକ ବେପାରୀ, ଅଟୋମେଟିକ ବନ୍ଧୁକ ଜବତ

ଭୁବନେଶ୍ୱର : କମିଶନରେଟ ପୋଲିସ ହାତରେ କୁଖ୍ୟାତ ବନ୍ଧୁକ ବେପାରୀ । କୁଖ୍ୟାତ ବନ୍ଧୁକ ବେପାରୀ ଶେଖ ନଦୀମ ଗିରଫ । ନଦୀମଙ୍କ ଠାରୁ ଜବତ ହେଲା ୧୦ଟି ସେମି ଅଟୋମେଟିକ ବନ୍ଧୁକ , ୧୮ଟି ଜୀବନ୍ତ ଗୁଳି ଓ ୧୦ଟି ମାଗାଜିନ । ତାସହ ଗୋଟିଏ ମୋବାଇଲ ଫୋନ୍ ଓ ଗୋଟିଏ ମୋଟର ସାଇକେଲ ଜବତ ହୋଇଛି। ଭୁବନେଶ୍ୱର-କଟକ କମିଶନରେଟ୍ ସ୍ପେଶାଲ୍ କ୍ରାଇମ୍ ୟୁନିଟ୍ ଜବତ କରିଛି ।

ଜଗତସିଂହପୁର ଜିଲ୍ଲା କୃଷ୍ଣନନ୍ଦପୁର ଥାନା ଅଧୀନ ଇଟାଟିକିରି ଗାଁର ଶେଖ୍ ହାକିମଙ୍କ ପୁଅ ଶେଖ୍ ନଦିମଙ୍କୁ ଗିରଫ କରାଯାଇଛି । ୨୦୧୫ରେ ଏନକାଉଣ୍ଟରର ଶିକାର ହୋଇଥିଲା। ଅବୈଧ ଅସ୍ତ୍ର ବ୍ୟବସାୟକୁ ଲକ୍ଷ୍ୟ କରି ଏକ ସରଭିଲାନ୍ସ ଅପରେସନ୍ କରିଥିଲା ସ୍ପେଶାଲ୍ କ୍ରାଇମ୍ ୟୁନିଟ୍ ।

ଶେଖ୍ ନଦିମ ଦୀର୍ଘ ୧ ମାସ ଧରି ନିରୀକ୍ଷଣ ଅଧୀନରେ ଥିଲା । ସ୍ଥାନୀୟ ବ୍ୟବସାୟୀଙ୍କୁ ଆଧୁନିକ ଅସ୍ତ୍ର ବିକ୍ରି କରିବା ପାଇଁ ପ୍ରୟାସ କରୁଥିଲେ। ଶେଖ୍ ନଦିମ ୫ଟି ଅନ୍ୟାନ୍ୟ ଅପରାଧିକ ମାମଲାରେ ଜଡିତ ଥିବା ମଧ୍ୟ ପ୍ରାଥମିକ ଭାବେ ଚିହ୍ନଟ ହୋଇଛି । ଯାହାର ସତ୍ୟତା ଯାଞ୍ଚ ଚାଲିଛି।

Post Views: 82
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In