• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ବିଜେଡିର ପଦଯାତ୍ରା, ଘରକୁ ଘର ବୁଲି ଜନସଚେତନତା ସୃଷ୍ଟି କରିବ ଦଳ

by Voice of Victims
October 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିଜେଡି ସଙ୍ଗଠନରେ ବଡ଼ ପରିବର୍ତ୍ତନ ; ହଟିଲା ସଙ୍ଗଠନ ସମ୍ପାଦକ ପଦ, ଉପ-ସଭାପତି ହେଲେ ବବି ଦାସ

ଭୁବନେଶ୍ୱର : ଆଜିଠୁ ବିଜେଡିର ପଦଯାତ୍ରା । ଘରକୁ ଘର ବୁଲି ଜନସଚେତନତା ସୃଷ୍ଟି କରିବ ବିଜୁ ଜନତା ଦଳ । ବିଜେପି ସରକାର ବିରୋଧରେ ମାଳ ମାଳ ପ୍ରସଙ୍ଗ । ଫେଲ ମାରିଛି ନିର୍ବାଚନୀ ପ୍ରତିଶୃତି । ନାରୀ ନିର୍ଯାତନା ସାଙ୍ଗକୁ ବିପର୍ଯ୍ୟସ୍ତ ହେଲାଣି ଆଇନଶୃଙ୍ଖଳା ।

ଓଡ଼ିଆ ଅସ୍ମିତା ଓ ପରିବର୍ତ୍ତନର ନାରା ଦେଇ ସରକାରକୁ ଆସିଥିବା ବିଜେପି, ବିକାଶ ବନ୍ଦ କରି ଦେଇଥିବା ଅଭିଯୋଗ କରିଛି ବିଜେଡି । ଯାହା ବିକାଶ ହୋଇଥିଲା ନବୀନଙ୍କ ସମୟରେ । ବିଜେପି ପରିବର୍ତନ କଥା କହିଥିଲା । ରଙ୍ଗ ଓ ନାଁ ପରିବର୍ତ୍ତନ କରୁଛନ୍ତି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ପରିବର୍ତନ କରିଛନ୍ତି । BSKY ପରିବର୍ତ୍ତନ କରି ରୋଗୀଙ୍କୁ ହଇରାଣ କରିଛନ୍ତି । ସବୁ ମେଡିକାଲରେ ଡାକ୍ତର, ସବୁ ସ୍କୁଲରେ ଶିକ୍ଷକ ନିଯୁକ୍ତି କଥା କହିଥିଲେ, କିନ୍ତୁ କଲେନି । ନବୀନ ସରକାରଙ୍କ ସମୟର କାମ ବି ବନ୍ଦ କରି ଦେଲେ । ଦୁଇ କୋଟି ଚାକିରୀ କଥା କହିଥିଲେ । ଏବେ ପକୋଡ଼ି ବିକିବାକୁ ଚାକିରୀ କହୁଛନ୍ତି ।

ନିଜ କୁଜି ନେତାଙ୍କୁ ଥଇଥାନ କରିବାକୁ ଯୋଜନା ହେଉଛି । ପଦଯାତ୍ରାରେ ବିଜେଡି ବିଜେପିର ମୁଖା ଖୋଲିବ ବୋଲି କହିଛି ଦଳ । ଗୋପବନ୍ଧୁ ଜୟନ୍ତୀରୁ ୧ ମାସ ପର୍ଯ୍ୟନ୍ତ ଚାଲିବ ପଦଯାତ୍ରା । ଏଥିରେ ବିଜେଡିର ସମସ୍ତ ଛାମୁଆ ସଂଗଠନ ଯୋଗ ଦେବେ ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In