• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦିଲ୍ଲୀରୁ ଫେରିଲେ ବିରୋଧୀ ଦଳ ନେତା ନବୀନ, ଖୁବଶୀଘ୍ର ନୂଆପଡ଼ା ପାଇଁ ହୋଇପାରେ ପ୍ରାର୍ଥୀ ଘୋଷଣା

by Voice of Victims
October 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିରୋଧୀ ଦଳ ନେତା ନବୀନଙ୍କ ସଫଳ ଅସ୍ତ୍ରୋପଚାର, ଭଲଭାବେ କଥାବାର୍ତ୍ତା କରିପାରୁଛନ୍ତି ନବୀନ

ଭୁବନେଶ୍ୱର : ଓଡ଼ିଶା ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ସେପ୍ଟେମ୍ବର ୭ ତାରିଖରେ ଦିଲ୍ଲୀ ଯାଇଥିଲେ ନବୀନ।  ଦିଲ୍ଲୀରେ ୩୨ ଦିନ ରହିବା ପରେ ଓଡ଼ିଶା ଫେରିଛନ୍ତି ।  ବିଭିନ୍ନ ସାମାଜିକ ଓ ବ୍ୟକ୍ତିଗତ କାର୍ଯ୍ୟକ୍ରମ ପାଇଁ ଦିଲ୍ଲୀ ଗସ୍ତରେ ଥିଲେ ନବୀନ। ତାଙ୍କୁ ସ୍ବାଗତ କଲେ ଦଳୀୟ ନେତା ଓ କର୍ମୀ ।

ସୂଚନାଯୋଗ୍ୟ : ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଥିଲା । ନବୀନ ନିବାସରେ ବସିଥିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ନବୀନ ଦଳକୁ ପରିଚାଳନା କରିବା, ଦଳର ରଣନୀତିକୁ ଦିଗ ଦେବା ଓ ନୀତି ନିର୍ଦ୍ଧାରଣ କରିବା ନେଇ ଏହି ବୈଠକରୁ ବଡ଼ ବାର୍ତ୍ତା ଦେଇଛନ୍ତି ।  ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନକୁ ଆହୁରି କିପରି ସୁଦୃଢ କରାଯିବ ଏବଂ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପିଏସି ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।

ଏହା ସହ ଆଗାମୀ ବିଧାନସଭା ମୌସୁମୀ ଅଧିବେଶନରେ ଉଠିବାକୁ ଥିବା ପ୍ରସଙ୍ଗ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟରେ ଦଳିତ, ଆଦିବାସୀ, ମହିଳାଙ୍କ ବିରୋଧରେ ଅତ୍ୟାଚାର ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଭ୍ରାଟକୁ ନେଇ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In