• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ

by Voice of Victims
January 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ

ଭୁବନେଶ୍ବର: ବର୍ଷିୟାନ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥ ହୋଇଥିବାରୁ କଟକ ମେଡିକାଲରେ ତାଙ୍କର ଚିକିତ୍ସା କରାଯାଉଥିଲା। ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଦେଖାରଖା କରୁଥିଲେ। ହେଲେ ଆଜି ତାଙ୍କର ପରଲୋକ ଘଟିଛି। ତାଙ୍କ ମରଶରୀରକୁ କଟକ ରୁ ନିଜ ଜନ୍ମମାଟି ଯାଜପୁରର ବଡଚଣା ବ୍ଲକ ଅନ୍ତର୍ଗତ ବାଲିପଡ଼ିଆକୁ ଅଣାଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡିଛି। ସେ ସର୍ବଭାରତୀ ସ୍ବାଧୀନତା ସଂଗ୍ରାମୀ ସଂଘର ସଭାପତି ଥିଲେ। ସ୍ବୀଧୀନତା ସଂଗ୍ରାମ ବେଳେ ସେ ୩ ବର୍ଷ ଜେଲଦଣ୍ଡ ଭୋଗ କରିଥିଲେ।

Post Views: 136
Share204Tweet128Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In