• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆନ୍ଧ୍ରରେ ତାଣ୍ଡବ କରିବ ବାତ୍ୟା ମୋନ୍ଥା, ୬୫ଟି ପାସେଞ୍ଜର ଏବଂ ଏକ୍ସପ୍ରେସ ଟ୍ରେନ୍ ବାତିଲ

by Voice of Victims
October 28, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଆନ୍ଧ୍ରରେ ତାଣ୍ଡବ କରିବ ବାତ୍ୟା ମୋନ୍ଥା, ୬୫ଟି ପାସେଞ୍ଜର ଏବଂ ଏକ୍ସପ୍ରେସ ଟ୍ରେନ୍ ବାତିଲ

ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଛି ବାତ୍ୟା ମୋନ୍ଥା । ଆନ୍ଧ୍ରରେ ତାଣ୍ଡବ କରିବ। ବ୍ୟାପକ କ୍ଷୟକ୍ଷତି କରିବା ଆଶଂକା ରହିଛି ।  ଏହାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନିଆଯାଇଛି । ଉପକୂଳ ଆନ୍ଧ୍ର ପ୍ରଦେଶ ରୁଟ୍ ରେ ୬୫ଟି ପାସେଞ୍ଜର ଏବଂ ଏକ୍ସପ୍ରେସ ଟ୍ରେନ୍ କ୍ୟାନସେଲ ହୋଇଛି । ବିଶେଷ କରି ବିଜୟୱାଡ଼ା, ରାଜମୁଣ୍ଡ୍ରି, କାକିନାଡ଼ା, ବିଶାଖାପାଟଣା ଏବଂ ଭୀମାବରମ ରୁଟରେ ଟ୍ରେନ୍ କ୍ୟାନସେଲ କରାଯାଇଛି । ଆଜି ଏବଂ ଆସନ୍ତାକାଲି ଏହି ରୁଟରେ ଟ୍ରେନ ଚଳାଚଳ ବନ୍ଦ ରହିବ। ଓଡ଼ିଶା-ଆନ୍ଧ୍ର କରିଡରରେ ମଧ୍ୟ ଟ୍ରେନ ବାତିଲ କରିଛି ଇଷ୍ଟ କୋଷ୍ଟ ରେଲୱେ । ଫ୍ଲାଇଟ ଅପରେସନ୍ ମଧ୍ୟ ବ୍ୟାହତ ହୋଇଛି ।

ବିଶାଖାପାଟଣା ଏୟାରପୋର୍ଟରୁ ସମସ୍ତ ଫ୍ଲାଇଟ ଅପରେସନ ବନ୍ଦ କରାଯାଇଛି। କେବଳ ଆଜି ପାଇଁ ଫ୍ଲାଇଟ ଅପରେସନ ବନ୍ଦ । ଉପକୂଳ ଆନ୍ଧ୍ର ପାଇଁ ଅରେଞ୍ଜ୍ ଆଲର୍ଟ ଜାରି କରିଛି ଆଇଏମଡି । ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ଲୋକଙ୍କୁ ସ୍ଥାନାନ୍ତର କରୁଛନ୍ତି ଆନ୍ଧ୍ର ପ୍ରଦେଶ ସରକାର । ଆଜି ସଂଧ୍ୟା ବା ରାତିରେ ଆନ୍ଧ୍ର ପ୍ରଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଧ୍ୟରେ କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ମୋନ୍ଥା ।

Post Views: 66
Share197Tweet123Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In