• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଲୋକସେବା ଭବନରେ ଅଗ୍ନିକାଣ୍ଡ

by Voice of Victims
October 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ହାଇ ଆଲର୍ଟରେ ଲୋକସେବା ଭବନ, ସମସ୍ତ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ପହଞ୍ଚିବାକୁ ନିର୍ଦ୍ଦେଶ

ଭୁବନେଶ୍ଵର: ଆଜି ଲୋକସେବା ଭବନରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା । ଏକ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଥିବାବେଳେ ନିଆଁକୁ ଆୟତ୍ତ କରାଯାଇଛି । ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ତେବେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି । ଗୃହ ବିଭାଗ ପ୍ରକୋଷ୍ଠରେ ନିଆଁ ଲାଗିଥିଲା । ନିଆଁ ଲାଗିବାର ଅଳ୍ପ ସମୟ ଭିତରେ ଏହାକୁ ଆୟତ୍ତ କରାଯାଇଥିଲା । ଖବର ପାଇ ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

ସୂଚନା ଯୋଗ୍ୟ, ଆଜି ସକାଳ ପ୍ରାୟ ୯ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ଅଗ୍ନି ଆଲାର୍ମ ବାଜିଥିଲା। ସଫେଇ କର୍ମଚାରୀମାନେ ସଚିବାଳୟର ଅଗ୍ନିଶମ ବିଭାଗ ଏବଂ ବୈଦ୍ୟୁତିକ ଦଳକୁ ସତର୍କ କରିଥିଲେ। ଦଳର ସଦସ୍ୟମାନେ ନିଆଁ ଲିଭାଇବା ପାଇଁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାକୁ ନେଇ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଅତ୍ୟଧିକ ଲୋଡ୍ ଯୋଗୁଁ ବୈଦ୍ୟୁତିକ ବୋର୍ଡରେ ନିଆଁ ଲାଗିଯାଇଥିଲା, କିନ୍ତୁ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଯୋଗୁଁ ଏକ ବଡ଼ ଅଘଟଣ ଘଟିଲା ନାହିଁ। ଘଟଣାର ତଦନ୍ତ କରାଯାଉଛି, ଏବଂ ଅଧିକ ବିବରଣୀ ଅପେକ୍ଷା କରାଯାଇଛି।

Post Views: 36
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In