• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

SI ପରୀକ୍ଷା କେଳେଙ୍କାରୀ ମାମଲା : ସିବିଆଇକୁ କେସ ରେକର୍ଡ ହସ୍ତାନ୍ତର କରିବ କ୍ରାଇମବ୍ରାଞ୍ଚ

by Voice of Victims
October 31, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
SI ପରୀକ୍ଷା କେଳେଙ୍କାରୀ ମାମଲା : ସିବିଆଇକୁ କେସ ରେକର୍ଡ ହସ୍ତାନ୍ତର କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ଵର: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ କେବେ ଆରମ୍ଭ ହେବ ସିବିଆଇ ତଦନ୍ତ । ସିବିଆଇକୁ ତଦନ୍ତ ଦାୟିତ୍ବ ଦିଆଯାଇଛି ।  କିନ୍ତୁ ମାମଲାରେ ଖୋଳତାଡ଼ ଆରମ୍ଭ କରିନି ସିବିଆଇ । କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର କହିଛନ୍ତି, ସିବିଆଇ ଅଧିକାରୀମାନେ ଆସିଲେ ଆମେ ସେମାନଙ୍କୁ କେସ ରେକର୍ଡ ହସ୍ତାନ୍ତର କରାଯିବ ।  ଏହି ମାମଲାରେ ଆନ୍ତଃରାଜ୍ୟ ଲିଙ୍କ ଥିବାରୁ ସରକାର ସିବିଆଇକୁ ତଦନ୍ତ ଦାୟିତ୍ବ ଦେଇଛନ୍ତି ।  ଆନ୍ତଃରାଜ୍ୟ ଲିଙ୍କ୍ ଥିବାରୁ ସିବିଆଇ ଦ୍ବାରା ତଦନ୍ତ ଭଲ ଭାବରେ ଆଗେଇ ପାରିବ ।

ଆମେ ଯେତେବେଳେ ଯାହା ତଥ୍ୟ ପ୍ରମାଣ ପାଇଛୁ, ସେହି ଆଧାରରେ ତଦନ୍ତକୁ ଆଗେଇଛୁ। ଆମକୁ ଆଗକୁ ଯାହା ଯାହା ତଥ୍ୟ ପ୍ରମାଣ ମିଳିବ ତାକୁ ସାମ୍ନାକୁ ଆଣିବୁ ବୋଲି କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି ।  ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ଏପର୍ଯ୍ୟନ୍ତ ଧରାପଡ଼ିନି ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ।  ଅନ୍ୟପଟେ ଗିରଫ ହୋଇଥିବା ସମସ୍ତ ୧୧୪ ପରୀକ୍ଷାର୍ଥୀ ଗତକାଲି ବ୍ରହ୍ମପୁର ଜେଲରୁ ଜାମିନରେ ମୁକୁଳିଛନ୍ତି।

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In