• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବ୍ଲକ୍ ସ୍ତରୀୟ ସୁରଭି ପ୍ରତିଯୋଗିତା ୨୦୨୫

by Voice of Victims
October 31, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବ୍ଲକ୍ ସ୍ତରୀୟ ସୁରଭି ପ୍ରତିଯୋଗିତା ୨୦୨୫

ବଡ଼ଚଣା: ୩୧/୧୦ – ଓଡ଼ିଶା ସରକାରଙ୍କର ସୁରଭି କାର୍ଯ୍ୟକ୍ରମ ହେଉଛି ଏକ ଅଭିନବ ଯୋଜନା।ଏହା ଦ୍ବାରା ଛାତ୍ରଛାତ୍ରୀ ମାନେ ସେମାନଙ୍କର ପ୍ରତିଭା ଓ କଳା ପ୍ରଦର୍ଶନ କରିବାରେ ସକ୍ଷମ ହୋଇପାରୁଛନ୍ତି। ବଡ଼ଚଣା ବ୍ଲକ୍ ଅନ୍ତଗର୍ତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନୂଆଗାଁ ଆନୁକୁଲ୍ୟ ରେ ବ୍ଲକ୍ ସ୍ତରୀୟ ସୁରଭି ପ୍ରତିଯୋଗିତା ଅନୁଷ୍ଠିତ ହୋଇଅଛି।

ଏହି ପ୍ରତିଯୋଗିତା ରେ ପ୍ରଥମ ଠାରୁ ଆରମ୍ଭ କରି ଦ୍ଵାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ବିଭିନ୍ନ ବିଭାଗ ଯଥା: ଚିତ୍ରାଙ୍କନ, ନାଚ, ଗୀତ, ବତୃକ୍ତା ଇତ୍ୟାଦି ରେ ଅଂଶ ଗ୍ରହଣ କରିଥିଲେ । ନୂଆଗାଁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଶୁଭଶ୍ରୀ ସାହୁ ଏବଂ ଅନ୍ୟାନ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କର ଏଥିରେ ସମ୍ପୂର୍ଣ୍ଣ ସହଯୋଗ ରହିଥିଲା । ଅପରାହ୍ନ ସମୟରେ ଏହି କାର୍ଯ୍ୟକ୍ରମ ଶେଷ ହେବା ସହିତ କୃତିତ୍ୱ ଛାତ୍ରଛାତ୍ରୀ ମାନଙ୍କୁ ମେଡାଲ ସହ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

Post Views: 46
Share201Tweet126Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In