• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଧର୍ମେନ୍ଦ୍ରଙ୍କ ପରଲୋକ ଖବରକୁ ଖଣ୍ଡନ କଲେ ଝିଅ ଇଶା

by Voice of Victims
November 11, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା, ସମସ୍ୟା ଅଭିଯୋଗ
ଧର୍ମେନ୍ଦ୍ରଙ୍କ ପରଲୋକ ଖବରକୁ ଖଣ୍ଡନ କଲେ ଝିଅ ଇଶା

ନୂଆଦିଲ୍ଲୀ: ଧର୍ମେନ୍ଦ୍ରଙ୍କ ପରଲୋକ ଖବରକୁ ଖଣ୍ଡନ କରିଛନ୍ତି ଝିଅ ଇଶା ଦେଓଲ। ସେ କହିଛନ୍ତି ବାପାଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ରହିଛି। ସେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ପରିବାରର ଗୋପନୀୟତା ବଜାୟ ରଖିବାକୁ ଅପିଲ କରିଛନ୍ତି।
ଅସୁସ୍ଥ ଥିବା ବଲିଉଡର ବର୍ଷୀୟାନ ଅଭିନେତା ଧର୍ମେନ୍ଦ୍ର ପ୍ରାୟ ଏକ ସପ୍ତାହ ହେବ ମୁମ୍ବଇସ୍ଥିତ ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଚିକିତ୍ସିିତ ହେଉଛନ୍ତି। ତେବେ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାପରେ ସୋମବାର ଧର୍ମେନ୍ଦ୍ରଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି।

ଡିସେମ୍ବର ୮ରେ ଧର୍ମେନ୍ଦ୍ର ୯୦ ବର୍ଷରେ ପଦାର୍ପଣ କରିବାକୁ ଯାଉଛନ୍ତି। ଗତ ଏପ୍ରିଲରେ ତାଙ୍କର ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଯାଇଥିଲା। ୧୯୬୦ରେ ‘ଦିଲ ଭି ତେରା, ହମ୍‌ ଭି ତେରେ’ ଚଳଚ୍ଚିତ୍ରରୁ ଧର୍ମେନ୍ଦ୍ର ତାଙ୍କର ବଲିଉଡ କ୍ୟାରିୟର ଆରମ୍ଭ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ ସେ ଚରିତ୍ର ଅଭିନେତା ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ନାୟକ ଭୂମିକାରେ ଅଭିନୟ କରି ଲୋକପ୍ରିୟତା ହାସଲ କରିଥିଲେ। ଦୀର୍ଘ ଛଅ ଦଶନ୍ଧିର କ୍ୟାରିୟରରେ ସେ ୩୦୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି।

Post Views: 78
Share200Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In