• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିହାରରେ ଭୋଟ ଗଣତି ଆରମ୍ଭ, ୪୬ଟି କାଉଣ୍ଟିଂ ସେଣ୍ଟରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

by Voice of Victims
November 14, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିହାରରେ ଭୋଟ ଗଣତି ଆରମ୍ଭ, ୪୬ଟି କାଉଣ୍ଟିଂ ସେଣ୍ଟରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ବିହାରରେ ଭୋଟ ଗଣତି ଆରମ୍ଭ । ଦୁଇ ପର୍ଯ୍ୟାୟ ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆଜି ଶୁକ୍ରବାର (ନଭେମ୍ବର ୧୪) ଘୋଷଣା କରାଯିବ । ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲଟ ଗଣିତ କରାଯାଉଛି । ୩୮ଟି ଜିଲ୍ଲାର ୪୬ କେନ୍ଦ୍ରରେ ହେବ ଭୋଟ୍ ଗଣତି । ଏଥିସହ ୪୬ଟି କାଉଣ୍ଟିଂ ସେଣ୍ଟରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି । ବିହାର ବିଧାନସଭାରେ ୨୪୩ଟି ଆସନ ଅଛି ଏବଂ ବହୁମତ ସଂଖ୍ୟା ୧୨୨।

ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱରେ ଏନଡିଏ ବିହାରରେ କ୍ଷମତା ବଜାୟ ରଖିବ ବୋଲି ଆଶା କରାଯାଉଛି । ଭୋଟ ପରେ ପ୍ରକାଶିତ ଏକଜିଟ ପୋଲରେ ଏନଡିଏକୁ ବହୁମତ ମିଳିବ ବୋଲି କୁହାଯାଇଛି । ନୀତିଶ କୁମାରଙ୍କ ଶାସନ ଏବଂ ତାଙ୍କ ପଦକ୍ଷେପ ଏହି ବିହାର ନିର୍ବାଚନରେ ପ୍ରମୁଖ ପ୍ରସଙ୍ଗ ଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତିଛବି ଏବଂ ପ୍ରଚାର ମଧ୍ୟ ଏନଡିଏର ରଣନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଅନ୍ୟପକ୍ଷରେ ଆରଜେଡି ନେତା ତଥା ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ବି ବହୁମତ ମିଳିବା ନେଇ ଦାବି କରୁଛନ୍ତି ।

RJD ପ୍ରାର୍ଥୀ ତେଜସ୍ୱୀ ଯାଦବ ଆଗୁଆ
ବିହାରରେ ପ୍ରାରମ୍ଭିକ ଗଣତିରେ NDA ଆଗରେ
ରାଘୋପୁରରେ RJD ପ୍ରାର୍ଥୀ ତେଜସ୍ୱୀ ଯାଦବ ଆଗୁଆ

ବିଜେପି ପ୍ରାର୍ଥୀ ସମ୍ରାଟ ଚୌଧୁରୀ ଆଗୁଆ

ବିହାରରେ ପ୍ରାରମ୍ଭିକ ଗଣତିରେ NDA ଆଗରେ

ତାରାପୁର ଆସନରେ ବିଜେପି ପ୍ରାର୍ଥୀ ସମ୍ରାଟ ଚୌଧୁରୀ ଆଗୁଆ

ବିହାରରେ NDA ଆଗରେ

ବିହାରରେ ପ୍ରାରମ୍ଭିକ ଗଣତିରେ NDA ଆଗରେ

ମହାଗଠବନ୍ଧନଠାରୁ ଆଗୁଆ ଚାଲିଛି NDA

ଲଖିସରାଇ ଆସନରେ ବିଜେପି ପ୍ରାର୍ଥୀ ବିଜୟ ସିହ୍ନା ଆଗୁଆ

Post Views: 58
Share197Tweet123Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In