• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଶ୍ରୀମନ୍ଦିରରେ ପଇତା ଲାଗି ନୀତି, ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

by Voice of Victims
November 17, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ: ଆଜି ମାର୍ଗଶିର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ। ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ ।

ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି । ଦ୍ଵିତୀୟ ଭୋଗମଣ୍ଡପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ । ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ । ବର୍ଷକୁ ପ୍ରାୟ ଦୁଇଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ ।

Post Views: 37
Share197Tweet123Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In