• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ

by Voice of Victims
November 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସ୍କୁଲ ପାଠ୍ୟକ୍ରମ-ସାର୍ବଜନୀନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଯୋଗକୁ ସାମିଲ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଅଧିକ ଫିଲଡ଼ ଭିଜିଟ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ଵ ଦେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି । ଅଭିଯୋଗ ଶୁଣାଣିକୁ ପ୍ରାଧାନ୍ୟ ଦେଇ ଜିଲ୍ଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣିବାକୁ କହିଛନ୍ତି ।

ଓଡ଼ିଆ ଅସ୍ମିତାର ସୁରକ୍ଷା, ପ୍ରଶାସନିକ ସ୍ତରରେ ଓଡିଆ ଭାଷାର ବହୁଳ ବ୍ୟବହାର କରିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡ଼ିଆ ଜରିଆରେ ସରକାରୀ ସୂଚନା ବ୍ୟାପକ କରିବା ସହ ଆଉଟସୋର୍ସିଂ କମାଇବାକୁ କହିଛନ୍ତି l ରାଜ୍ୟସ୍ତରରେ ଏବଂ ଜିଲ୍ଲା ସ୍ତରରେ ଆଉଟସୋର୍ସ କରାଯାଉଛି । ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ମଧ୍ୟ କହିଛନ୍ତି । ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ବଦଳାନ୍ତୁ ବୋଲି ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଚରଣ ମାଝୀ ପରାମର୍ଶ ଦେଇଛନ୍ତି ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In