• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ନୀତିଶ କୁମାର ହେଲେ ଜେଡିୟୁ ବିଧାୟକ ଦଳ ନେତା, ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ

by Voice of Victims
November 19, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ନୀତିଶ କୁମାର ହେଲେ ଜେଡିୟୁ ବିଧାୟକ ଦଳ ନେତା, ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ

ବିହାର : ନୀତିଶ କୁମାର ହେଲେ ଜେଡିୟୁ ବିଧାୟକ ଦଳ ନେତା । ଜେଡିୟୁ ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି ନୀତିଶ କୁମାର । ଆସନ୍ତାକାଲି ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଆଜି ଜେଡିୟୁ ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ।

ସେହିପରି ଅପରାହ୍ଣରେ ଏନଡିଏ ବିଧାୟକ ଦଳ ବୈଠକରେ ନୀତିଶଙ୍କୁ ବିଧିବଦ୍ଧ ଭାବେ ନେତା ନିର୍ବାଚିତ କରାଯିବ । ଏପଟେ ବିଜେପି ବିଧାୟକ ଦଳ ନେତା ହୋଇଛନ୍ତି ସମ୍ରାଟ ଚୌଧୁରୀ । ତାଙ୍କୁ ବିଜେପି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ କରାଯାଇଛି । ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ବିହାର ଉପମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବେ ବୋଲି ସୂଚନା ମିଳିଛି ।

Post Views: 27
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In