• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଇତିହାସ ରଚିଲେ ନୀତିଶ କୁମାର, ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

by Voice of Victims
November 20, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଇତିହାସ ରଚିଲେ ନୀତିଶ କୁମାର, ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା । ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ମହାସମାରୋହ ଆୟୋଜନ କରାଯାଇଛି । ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ୧୨ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି । ହୋଟେଲ ମୌର୍ଯ୍ୟରେ ଅତିଥିମାନଙ୍କ ପାଇଁ ଖାଦ୍ୟର ବ୍ୟବସ୍ଥା ହୋଇଛି ।

ନୀତିଶଙ୍କ ଶପଥ ଉତ୍ସବରେ ଉତ୍ତର ପ୍ରଦେଶ, ଦିଲ୍ଲୀ, ଗୁଜରାଟ, ମଧ୍ୟପ୍ରଦେଶ, ହରିୟାଣା, ଉତ୍ତରାଖଣ୍ଡ, ଓଡ଼ିଶା, ଆସାମ, ଅରୁଣାଚଳ ପ୍ରଦେଶ, ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର, ଓ ମଣିପୁର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଛନ୍ତି । ନୀତିଶଙ୍କ ସହିତ ଆଉ ୨୬ ଜଣ ଅନ୍ୟ ମନ୍ତ୍ରୀ ଶପଥ ନେଇଛନ୍ତି ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In