• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହିମା, ସୁସ୍ଥ ହେଲା ଅସୁସ୍ଥ ପିଲା

by Voice of Victims
November 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହିମା, ସୁସ୍ଥ ହେଲା ଅସୁସ୍ଥ ପିଲା

ପୁରୀ: ଶରଣ ରକ୍ଷଣ ମହାପ୍ରଭୁ । ଅପାର ଶ୍ରୀଜଗନ୍ନାଥଙ୍କ ମହିମା । ଶୁଣିଲେ ରାଜସ୍ଥାନର ଭକ୍ତଙ୍କ ଡାକ । ସୁସ୍ଥ ହେଲା ଅସୁସ୍ଥ ପିଲା। କୃତଜ୍ଞତା ଜଣାଇବାକୁ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାଇଁ ଆସିଛନ୍ତି ପରିବାର । ସାଙ୍ଗରେ ଆଣିଛନ୍ତି କୁନି ପିଲାକୁ । ରାଜସ୍ଥାନ ପାସୱାଡ଼ାର ଏହି ଭକ୍ତ ନିଜ ଶିଶୁକୁ ବଞ୍ଚାଇବାକୁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥିଲେ । ଡାକ୍ତରଙ୍କ ପାଖରୁ ନିରାଶ ହେବା ପରେ ଜଗତର ନାଥ ଜଗନ୍ନାଥଙ୍କୁ ପ୍ରାର୍ଥନା କରିଥିଲେ ।

ପୁରୀ ମହାପ୍ରଭୁଙ୍କ ଶରଣ ପଶିଥିଲେ।  ନୀଳକନ୍ଦରରୁ ଡାକ ଶୁଣିଲେ ମହାପ୍ରଭୁ। ଅସୁସ୍ଥ ଶିଶୁକୁ ସୁସ୍ଥ କଲେ । ଶିଶୁଟି ଏବେ ଧୀରେ ଧୀରେ ସୁସ୍ଥ ହେବାରେ ଲାଗିଛି। ପୁଅ ସୁସ୍ଥ ହେବାରୁ ମହାପ୍ରଭୁଙ୍କୁ ଧନ୍ୟବାଦ ଜଣାଇବାକୁ ରାଜସ୍ଥାନରୁ ଦୌଡ଼ି ଆସିଛନ୍ତି ପିଲାର ବାପା ମାଆ। ସାଙ୍ଗରେ ପୁଅକୁ ଆଣିଛନ୍ତି। ଲୋଟାଇ ଦେଇଛନ୍ତି ମହାପ୍ରଭୁଙ୍କ ଚରଣାରବିନ୍ଦରେ।

Post Views: 48
Share199Tweet124Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In