• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ବିଧାନସଭାରେ ସାଉଁଟିବେ ତାଙ୍କର ପୁରୁଣା ସ୍ମୃତି

by Voice of Victims
November 26, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ସମସ୍ୟା
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ବିଧାନସଭାରେ ସାଉଁଟିବେ ତାଙ୍କର ପୁରୁଣା ସ୍ମୃତି

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ବିଧାନସଭାରେ ଉଦବୋଧନ ଦେବେ ମହାମହିମ । ଏଥିସହ ବିଧାନସଭାରେ ତାଙ୍କର ପୁରୁଣା ସ୍ମୃତି ସାଉଁଟିବେ । ପରିବହନ ମନ୍ତ୍ରୀ ଭାବେ ସେ ପୂର୍ବରୁ କାର୍ଯ୍ୟ କରିଛନ୍ତି ।  ବିଧାନସଭାରେ ସେ ଯେଉଁ ଚାମ୍ବରରେ ବସୁଥିଲେ ସେହି ଚାମ୍ବରକୁ ସଜାଇଛନ୍ତି ।

Post Views: 29
Share197Tweet123Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In