• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସୃଷ୍ଟି ହେଲା ବାତ୍ୟା ସେନୟାର, ଇଣ୍ଡୋନେସିଆ ଉପକୂଳରେ ଅତିକ୍ରମ କରିବାର ସମ୍ଭାବନା

by Voice of Victims
November 26, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ; ଜାଣନ୍ତୁ କ’ଣ କହିଲା IMD?

ନୂଆଦିଲ୍ଲୀ : ସୃଷ୍ଟି ହେଲା ବାତ୍ୟା ସେନୟାର । ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ବବର୍ତ୍ତୀ ଉତ୍ତର ଇଣ୍ଡୋନେସିଆରେ ବାତ୍ୟା ସୃଷ୍ଟି ହୋଇଛି । ଏ ନେଇ IMD ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଇଣ୍ଡୋନେସିଆ ଉପକୂଳ ପୂର୍ବାହ୍ନରେ ଅତିକ୍ରମ କରିବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟାରେ ୧୦ କିଲୋମିଟର ବେଗରେ ଆଗକୁ ବଢ଼ୁଛି ।

ଇଣ୍ଡୋନେସିଆର କୁଟା ମକମୁର ଠାରୁ ୧୦୦ କିଲୋମିଟର, ମାଲେସିଆର ଜର୍ଜ ଟାଉନ୍ ଠାରୁ ୨୬୦ କିଲୋମିଟର, ନିକୋବର ଦ୍ୱୀପପୁଞ୍ଜର ନାନକୋୱାରି ଠାରୁ ୬୦୦ କିଲୋମିଟର ଓ ନିକୋବର ଦ୍ୱୀପପୁଞ୍ଜର ଠାରୁ ୭୪୦ କିଲୋମିଟର ଦିଗରେ ରହିଛି । ଏହା କ୍ରମଶଃ ପଶ୍ଚିମ ଦଗକୁ ଗତି କରିବ । ପରବର୍ତ୍ତୀ ୪୮ଘଣ୍ଟାରେ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗକୁ କରି ପୂର୍ବଦିଗକୁ ରିକର୍ଭ କରିବ ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In