• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅବହେଳା ଘଟଣା, ୯୧ ବଦଳରେ ୩୬ ଜଣ ଅଧିକାରୀଙ୍କ ଦରମା ବନ୍ଦ ନେଇ ସୂଚନା

by Voice of Victims
November 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି କାର୍ଯ୍ୟକୁ ଅବଧି ସମୟ ଭିତରେ କାର୍ଯକାରୀ କରି ନଥିବା ଅଭିଯୋଗରେ କଟକ ଜିଲ୍ଲାର 91 ଜଣ ସରକାରୀ ଅଧିକାରୀଙ୍କ ନଭେମ୍ବରର ମାସ ଦରମା ବନ୍ଦ୍ ପାଇଁ ନିର୍ଦ୍ଦେଶ ଦେଇଥିଲା କଟକ ଜିଲ୍ଲା ପ୍ରଶାସନ ।  ଗଣମାଧ୍ୟମରେ ଖବର ପ୍ରସାରିତ ମଧ୍ୟ ହୋଇଥିଲା  ।  ମାତ୍ର ୧୨ ଘଣ୍ଟା ଭିତରେ ନିର୍ଦେଶନାମା ସଂଶୋଧିତ ହେଲା ।

୯୧ ବଦଳରେ ୩୬ ଜଣ ଅଧିକାରୀଙ୍କ ଦରମା ବନ୍ଦ ହୋଇଥିବାର ସୂଚନା ଦିଆଗଲା ।  ଏବଂ ସଂଶୋଧିତ ତାଲିକାରୁ ବାଦ ପଡିଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ।  ତେବେ ଜିଲ୍ଲା ପ୍ରଶାସନ କହିବା ମୁତାବକ ୩୬ ଜଣ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ଅଭିଯୋଗ ଗୁଡ଼ିକର ନିର୍ଦ୍ଧିଷ୍ଟ ସମୟସୀମା ଭିତରେ ସମାଧାନ କରିନାହାଁନ୍ତି ।  ଯେଉଁ କାରଣରୁ ସେମାନଙ୍କ ଦରମା ବନ୍ଦ କରାଯାଇଛି ।  ତେବେ ଗତକାଲି ପ୍ରକାଶିତ ବିଜ୍ଞପ୍ତି ମୁତାବକ କଟକ ଗ୍ରାମାଞ୍ଚଳ ଏସ ପି, ସିଏମସି କମିଶନର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସମେତ ୯୧ ଜଣ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦେଶ ହୋଇଥିଲା ।

Post Views: 39
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In