• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମାଇକ୍ରୋସଫ୍ଟର ସର୍ବବୃହତ୍ ନିବେଶକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

by Voice of Victims
December 10, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା ଅଭିଯୋଗ
ମାଇକ୍ରୋସଫ୍ଟର ସର୍ବବୃହତ୍ ନିବେଶକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ମାଇକ୍ରୋସଫ୍ଟର ଅଧ୍ୟକ୍ଷ ତଥା ସିଇଓ ସତ୍ୟ ନାଡେଲାଙ୍କ ସହ ଫଳପ୍ରଦ ଆଲୋଚନା ପରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଭାରତର ନେତୃତ୍ୱକୁ ନେଇ ଆଶା ବ୍ୟକ୍ତ କରିଛନ୍ତି।

ନବସୃଜନ ଏବଂ ପ୍ରଯୁକ୍ତିବିଦ୍ୟା ପାଇଁ ଏକ ବିଶ୍ୱସନୀୟ ସ୍ଥାନ ଭାବେ ଦେଶର ବର୍ଦ୍ଧିତ ଭୂମିକା ଉପରେ ଆଲୋକପାତ କରି ଭାରତରେ ଏସିଆରେ ସର୍ବବୃହତ ପୁଞ୍ଜି ବିନିଯୋଗ ଲାଗି ମାଇକ୍ରୋସଫ୍ଟର ଘୋଷଣାକୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ।

ସତ୍ୟ ନାଡେଲାଙ୍କ ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି: “ଯେତେବେଳେ ଏଆଇ କଥା ଆସେ, ବିଶ୍ୱ ଭାରତ ପ୍ରତି ଆଶାବାଦୀ! ସତ୍ୟ ନାଡେଲାଙ୍କ ସହ ବହୁତ ଫଳପ୍ରଦ ଆଲୋଚନା ହୋଇଥିଲା। ଭାରତକୁ ଏପରି ଏକ ସ୍ଥାନ ଭାବେ ଦେଖି ଖୁସି ଲାଗୁଛି ଯେଉଁଠାରେ ମାଇକ୍ରୋସଫ୍ଟ ଏସିଆରେ ଏହାର ସର୍ବବୃହତ୍ ନିବେଶ କରିବ।

ଭାରତର ଯୁବକମାନେ ଏହି ସୁଯୋଗର ଉପଯୋଗ କରି ଏକ ଉନ୍ନତ ବିଶ୍ବ ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ଶକ୍ତିକୁ ଉପଯୋଗ କରିବେ।’’

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In