• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

by Voice of Victims
February 1, 2024
in ରାଜ୍ୟ
ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

ବାଲିପାଟଣା (ଭିଓଭି): ବନ୍ତୁ ଉଚ୍ଚ ବିଦ୍ୟାଳୟ ୧୯୯୨ ମସିହା ମାଟ୍ରିକ୍ ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟରେ ସମସ୍ତ ପୁରାତନ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଥିଲା । ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ମାଲ୍ୟାପଣ କରି ମଞ୍ଚ ନିକଟକୁ ଛାତ୍ରଛାତ୍ରୀମାନେ ପାଛୋଟି ନେଇଥିଲେ । ସେତେବେଳର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପାଖରେ ପାଇଁ ସମସ୍ତେ ଆତ୍ମ ବିଭୋର ହୋଇ ଯାଇଥିଲେ । ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ପୁଷ୍ପ ଗୁଛ ଦେଇ ସମ୍ମାନିତ କରା ଯାଇଥିଲା । ଶିକ୍ଷକ ଗଙ୍ଗାଧର ସେନାପତି, ବିଚିତ୍ରା ନନ୍ଦ ପଳେଇ, ଅମିତା ସେନାପତି, ନିରଞ୍ଜନ ସ୍ୱାଇଁ, ବାସୁଦେବ ସହୁ, ରବିନ୍ଦ୍ର ସ୍ବାଇଁ, ଦିଲ୍ଲୀପ ସ୍ବାଇଁ, ଯତୀନ୍ଦ୍ର ବିଶ୍ଵାଳ, ସୁରେନ୍ଦ୍ର ଶତପଥୀ ପ୍ରମୁଖ ଯୋଗ ଦେଇ ଥିଲେ । ମଞ୍ଚରେ ସମସ୍ତ ଗୁରୁ ମାନଙ୍କର ଗୁରୁ ପୂଜନ କରାଯିବା ସହ ସମସ୍ତ ଛାତ୍ରଛାତ୍ରୀ ଗୁରୁଆଶୀର୍ବାଦ ନେଇଥିଲେ । କାର୍ଯ୍ୟକ୍ରମରେ ସରୋଜ ପାଢ଼ୀ, ସନ୍ତୋଷ ସ୍ବାଇଁ, ଭଜ଼ଜୀ ବିଶ୍ଵାଳ, ଲୁନା ପତି, ଭୀମସେନ ଭୋଇ ପ୍ରମୁଖ ସଭା ପରିଚାଳନା କରିଥିଲେ ।

Post Views: 70
Share202Tweet126Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In