• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା, ୭ ଦିନ ଥିଲା ସେବା ବ୍ୟାହତ

by Voice of Victims
December 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା, ୭ ଦିନ ଥିଲା ସେବା ବ୍ୟାହତ

ମାଲକାନଗିରି : ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା । ୭ ଦିନ ସେବା ବ୍ୟାହତ ହେବା ପରେ ଉଠିଲା କଟକଣା । ଦୁଇ ଗାଁ ମଧ୍ୟରେ ବିବାଦ ଓ ଗଣ୍ଡଗୋଳ ଯୋଗୁ କଟକଣା ଜାରି ହୋଇଥିଲା । ଆଜି ଦିନ ୧୨ଟା ଯାଏ ଥିଲା କଟକଣା । ଆଉ ବୃଦ୍ଧି କରିନି ପ୍ରଶାସନ ।

ଏମଭି 26 ଓ ରାଖାଲଗୁଡା ଗାଁରୁ BNS ର ଧାରା 163 ହଟିଥିବା ବେଳେ ଇଣ୍ଟରନେଟ କଟକଣା ଆଜି ଦିନ ୧୨ଟା ପର୍ଯ୍ୟନ୍ତ ବଳବତ୍ତର ରହିଥିଲା । ଜିଲ୍ଲା ପ୍ରଶାସନ ତରଫରୁ ଏମଭି ୨୬ ଗାଁରେ ରିଲିଫ ସାମଗ୍ରୀ ବଣ୍ଟା ଯାଉଛି । ଥଇଥାନ କାର୍ଯ୍ୟ ଜାରି ରହିଛି । ଭାରତୀୟ ରେଡ଼କ୍ରସ ତରଫରୁ ମାଲକାନଗିରି ଜିଲ୍ଲାରେ ପହଞ୍ଚିଛି ରିଲିଫ ସାମଗ୍ରୀ ।

୧୯୫୮ରେ ଦଣ୍ଡକାରଣ୍ୟ ଥଇଥାନ ଯୋଜନାରୁ ବଙ୍ଗୀୟ ଶରଣାର୍ଥୀ ଓ ଆଦିବାସୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ନିକଟରେ ଲୋକେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଦୁଇ ଗାଁ ରାଖାଲଗୁଡ଼ା ଓ ଏମଭି ୨୬ ମୁହାଁମୁହିଁ ହୋଇଥିଲେ ।

Post Views: 68
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In