• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନବୀନଙ୍କ କ୍ଷୋଭ, ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ

by Voice of Victims
December 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନବୀନଙ୍କ କ୍ଷୋଭ, ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ

ଭୁବନେଶ୍ବର : ଭୁବନେଶ୍ବରର ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି  ।  ଭୁବନେଶ୍ବର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିବା ପରି ବିଷୟ । ବର୍ବରତା ଓ ଅରାଜକତା ସୀମା ଟପୁଛି  ।

ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି। ଅପରାଧୀ ଭୟଶୂନ୍ୟ ହେବା ସହ ସରକାର ବିଶ୍ୱସନୀୟତା ହରାଉଛନ୍ତି ବୋଲି ନବୀନ ଲେଖିଛନ୍ତି ।  ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି ।

ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି ।  ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ ।  ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି ନବୀନ ଲେଖିଛନ୍ତି ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In