• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲୋକସଭାରେ ଗୃହୀତ ହେଲା VB-G RAM G ବିଲ୍, ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ହେଲା ପାସ୍

by Voice of Victims
December 18, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଲୋକସଭାରେ ଗୃହୀତ ହେଲା VB-G RAM G ବିଲ୍, ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ହେଲା ପାସ୍

ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM G ବିଲ୍ । ବିରୋଧୀଙ୍କ ଦୃଢ଼ ପ୍ରତିବାଦ ଭିତର ଲୋକସଭାରେ ପାସ୍ ହୋଇଛି ବିଲ୍ । ଏପରିକି ଏହି ବିଲ୍ ପ୍ରତ୍ୟାହାର କରିବାକୁ ଦୃଢ଼ ଦାବି କରିଥିଲେ ବିରୋଧୀ ।

ମହାତ୍ମାଗାନ୍ଧୀଙ୍କୁ ଏହା ଅସମ୍ମାନ ବୋଲି କହିଥିଲେ । ବିରୋଧୀଙ୍କ ପ୍ରତିବାଦ ଭିତରେ ପାସ୍ ହୋଇଛି VB-G RAM G ବିଲ୍ । MGNREGA ନାଁ ବଦଳାଇ VB-G RAM G କରିବା ଜାତିର ପିତାଙ୍କୁ ସରକାରଙ୍କ ଅସମ୍ମାନ ବୋଲି ବିରୋଧୀ କହିଛନ୍ତି । ଜବାବରେ କେନ୍ଦ୍ର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ କହିଛନ୍ତି, ୨୦୦୯ ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଯୋଜନାରେ ମହାତ୍ମା ଗାନ୍ଧୀଙ୍କ ନାଁ ଯୋଡ଼ା ଯାଇଥିଲା । ପ୍ରଥମେ ଏହି ଯୋଜନା ସହ ମହତ୍ମା ଗାନ୍ଧୀଙ୍କ ନାଁ ଯୋଡ଼ା ଯାଇନଥିଲା । ଏହି ଯୋଜନାରେ ଏଣିକି ୧୨୫ ଦିନର କାମ ମିଳିବ । ପୂର୍ବରୁ ମନରେଗା ଯୋଜନାରେ ବର୍ଷକୁ ଅତିକମରେ ୧୦୦ ଦିନ କାମର ଗ୍ୟାରେଣ୍ଟି ଥିଲା । ନୂଆ ଆଇନରେ ଏହାକୁ ବଢ଼ାଇ ୧୨୫ ଦିନ କରାଯାଇଛି । ଅର୍ଥାତ ଶ୍ରମିକମାନେ ବର୍ଷକୁ ଅଧିକ ୨୫ ଦିନର କାମ ପାଇପାରିବେ ।

Post Views: 96
Share200Tweet125Send
Voice of Victims

Voice of Victims

Recent Posts

  • ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା
  • ମୌସୁମୀ ପାଇଁ ପାଗ ଅନୁକୂଳ, ସପ୍ତାହ ଶେଷ ସୁଦ୍ଧା ଛୁଇଁବ ଦକ୍ଷିଣ ବଙ୍ଗୋପସାଗର
  • ଓଡ଼ିଶା ଆସିବେ ନୀତିନ ନବୀନ
  • ବାଲିଅନ୍ତା ହତ୍ୟା ମାମଲାରେ ଆଉ ଜଣେ ଗିରଫ, ୧୨ରେ ପହଞ୍ଚିଲା ଗିରଫଦାରୀ
  • NEET (UG) ୨୦୨୬ ପରୀକ୍ଷା ବାତିଲ, ଆଉ ଥରେ ହେବ ପରୀକ୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In