• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ

by Voice of Victims
January 1, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ । ୧୯୯୧ବ୍ୟାଚର ଆଇଏଏସ ଅଧିକାରୀ ଅନୁ ଗର୍ଗ । ଓଡ଼ିଶାର ପ୍ରଥମ ମହିଳା ଚିଫ ସେକ୍ରେଟାରୀ ଭାବେ ଇତିହାସ ରଚିଛନ୍ତି । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ।  ଏହା ମୋ ପାଇଁ ଗୋଟିଏ ବଡ଼ ସୁଯୋଗ ବୋଲି ଦାୟିତ୍ବ ନେବା ପରେ ଅନୁ ଗର୍ଗଙ୍କ ପ୍ରତିକ୍ରିୟା ରଖିଛନ୍ତି । ଚ୍ୟାଲେଞ୍ଜ ଅନେକ, ସୂଚାରୁ ରୁପେ ତୁଲାଇବାକୁ ଚେଷ୍ଟା କରିବି । ବିକଶିତ ଓଡ଼ିଶା ପାଇଁ ୨୦୩୬ ଭିଜନ ତିଆରି କରିଛୁ ।

୨୦୩୬ ଭିଜନକୁ ନେଇ କାର୍ଯ୍ୟ କରାଯିବ। ଦେଶ ଓ ରାଜ୍ୟର ଭିଜନ ପୂରଣ ପାଇଁ ଚେଷ୍ଟା କରିବି । ଏଥିରେ ସମସ୍ତଙ୍କ ସହଯୋଗ ମିଳିବ ବୋଲି ଆଶା ପ୍ରକାଶ କରିଛନ୍ତି । ଦାୟିତ୍ବ ଗ୍ରହଣ କରିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ରାଜ୍ୟବାସୀଙ୍କ ମଙ୍ଗଳ କାମନା କରି ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପହଁଚିବା ପରେ ତାଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ,ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା,ଏସପି ପ୍ରତୀକ ସିଂ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଵାଗତ କରାଯାଇଥିଲା । ସ୍ୱପ୍ନର ଓଡ଼ିଶା ଗଠନ ପାଇଁ ନୂଆ ଦାୟିତ୍ଵକୁ ନେଇ ସେ ଓଡ଼ିଶା ବାସୀଙ୍କୁ ସେବା ଯୋଗାଇବେ ବୋଲି କହିଛନ୍ତି ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In