• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୪ ରୁ ୮ ପର୍ଯ୍ୟନ୍ତ  ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା, ୧୪ ୟୁନିଟ୍ ଗଠନ କରାଯାଇଛି 

by Voice of Victims
January 2, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୪ ରୁ ୮ ପର୍ଯ୍ୟନ୍ତ  ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା, ୧୪ ୟୁନିଟ୍ ଗଠନ କରାଯାଇଛି 

ଅନୁଗୁଳ : ଆସନ୍ତା ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ  ୧୭ଓ ୧୮ ତାରିଖ ଦୁଇ ଦିନ ଧରି ସାତକୋଶିଆରେ ହେବ କୁମ୍ଭୀର ଓ ପକ୍ଷୀଗଣନା ।  ଏଥିଲାଗି  ୧୪ ୟୁନିଟ୍ ଗଠନ କରାଯାଇଥିବା ବେଳେ ପ୍ରତି ୟୁନିଟ୍ ରେ ୫ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି  ବନାଞ୍ଚଳରେ ଏହି ଗଣନା କରାଯିବ ।  ୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍ ଏଥିଲାଗି ପ୍ରସ୍ତୁତ କରାଯାଇଛି ।  ଏହି ସମୟ ମଧ୍ୟରେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ  ବନ ବିଭାଗ ପକ୍ଷରୁ ନଦୀକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ମହାନଦୀର ସାତକୋଶିଆ ଗଣ୍ଡ ଓ ଶିଶୁ ପଥର ଡ୍ୟାମ୍ ରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।  କୁମ୍ଭୀର ଓ ପକ୍ଷୀ ଗଣନା ଟିକରପଡାରୁ ବିନି କେଇ, ବିନିକେଇରୁ ପତାକା, ଟିକରପଡାରୁ କଟରଙ୍ଗ, କଟରଙ୍ଗରୁ ବାଲିପୁଟ, ବାଲିପୁଟରୁ ଚକ୍ରଗଡ଼ ପର୍ଯ୍ୟନ୍ତ ହେବ ।  ସେହିପରି ଆଠମଲ୍ଲିକର ହରଭଙ୍ଗାରୁ ଅଏଡା, ଲୁଣାହାଣ୍ଡି, ବେଲପୁଞ୍ଜି ମଠ, ମଠ, ଶିଶୁ ପଥର ଡ୍ୟାମ ସମେତ ଆଖପାଖର ବିଭିନ୍ନ ଜଳାଶୟରେ ଏହି ଗଣନା କରାଯିବ। ଏଥିପାଇଁ ବନବିଭାଗ ପକ୍ଷରୁ ମୋବାଇଲ ଟ୍ରାକିଂ, ଜିପିଏସ, ବାଇନାକୁଲାର୍ ଓ ସ୍ବତନ୍ତ୍ର କ୍ୟାମେରାର ବ୍ୟବସ୍ଥା କରାଯାଇଛି ।

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In