• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆ ରୂପ ପାଇବ ଲୋକସେବା ଭବନ, ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା

by Voice of Victims
January 3, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ହାଇ ଆଲର୍ଟରେ ଲୋକସେବା ଭବନ, ସମସ୍ତ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ପହଞ୍ଚିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ନୂଆ ରୂପ ପାଇବ ଲୋକସେବା ଭବନ। ସମ୍ପୂର୍ଣ୍ଣ ଲୋକସେବା ଭବନର ହେବ ପୁନଃବିନ୍ୟାସ । ଏନେଇ ଡିପିଆର ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି । ଚଳିତ ବର୍ଷ ଶେଷ ସୁଦ୍ଧା ପୂରା ଲୋକସେବା ଭବନ ପୁନଃବିନ୍ୟାସ କାର୍ଯ୍ୟ ଆରମ୍ଭ ହେବ । ଏହି ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସେ କହିଛନ୍ତି ଲୋକସେବା ଭବନରେ ଗାଡ଼ି ପାକିଂ ପାଇଁ ଆଉ ଆଦୌ ଟେନସନ୍ ନେବାକୁ ପଡ଼ିବନି । ଗାଡ଼ି ରଖିବାକୁ ଆଉ ଜାଗା ଖୋଜିବା ଦରକାର ହେବନି । ପାକିଂ ପାଇଁ ପର୍ଯ୍ୟାପ୍ତ ଜାଗା ରହିବ । ଅଣ୍ଡରଗ୍ରାଉଣ୍ଡ୍ ରେ ଗାଡ଼ି ପାର୍କିଂ ହେବ । ଏଥିପାଇଁ ବଡ଼ ପ୍ରକଳ୍ପ ହାତକୁ ନେବେ ସରକାର । ୧୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା ହୋଇଛି । ଏହାର ଡିପିଆର ପ୍ରସ୍ତୁତ କରି ଅନୁମୋଦନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପଠାଯାଇଛି । ବେସମେଣ୍ଟରେ ତଳକୁ ତଳ ତିନି ମହଲାସ୍ମାର୍ଟ ପାର୍କିଂ ବ୍ୟବସ୍ଥା, ୫୭୩ କାର୍ ରହିବ । ଡ୍ରାଇଭର ଓ ଗାଡ଼ି ନଂ ପ୍ଲେଟ୍ ଚିହ୍ନିବ ଏଆଇ ।

Post Views: 36
Share202Tweet126Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In