• About Us
  • Contact Us
Monday, February 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବାସଭବନ ଉପରେ ଆକ୍ରମଣ, ଭାଙ୍ଗିଲା ଘରର ଝରକା

by Voice of Victims
January 5, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବାସଭବନ ଉପରେ ଆକ୍ରମଣ, ଭାଙ୍ଗିଲା ଘରର ଝରକା

ଆମେରିକା : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ ସିକ୍ରେଟ ସର୍ଭିସ ଏଜେଣ୍ଟ ଇଷ୍ଟ ୱାଲନଟ ହିଲ୍ସ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ତେବେ ଏନେଇ କୌଣସି ଅଫିସିଆଲ ସୂଚନା ମିଳିନାହିଁ ।

ଖବର ମୁତାବକ, ପ୍ରାରମ୍ଭିକ ଯାଞ୍ଚରୁ ଜଣାପଡିଛି କି, ସନ୍ଦିଗ୍ଧ ଜଣକ ଉପରାଷ୍ଟ୍ରପତିଙ୍କ ବାସଭବନରେ ପ୍ରବେଶ କରିନାହିଁ । ଆକ୍ରମଣ ସମୟରେ ଜେଡି ଭାନ୍ସ ଏବଂ ତାଙ୍କ ପରିବାର ଲୋକ ଘରେ କେହି ନଥିଲେ । ସ୍ଥାନୀୟ ଅଧିକାରୀଙ୍କ ଅନୁସାରେ, ଜେଡି ଭାନ୍ସଙ୍କ ଆବାସ ଆଖପାଖ ରାସ୍ତା ଗତକାଲିରୁ ବନ୍ଦ ରହିଛି । ପୋଲିସ ମଧ୍ୟ ନିୟୋଜିତ ରହିଥିଲା ।

Post Views: 26
Share199Tweet124Send
Voice of Victims

Voice of Victims

Recent Posts

  • ପୁଣି ବିଗିଡ଼ିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସପିଟାଲରେ ହେଲେ ଭର୍ତ୍ତି
  • ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ, ୩ ମାଓବାଦୀ ନିହତ
  • ଉତ୍ୟକ୍ତ ମହିଳାଙ୍କର ମଦ ବିରୋଧୀ ଅଭିଯାନ
  • ମିଡ଼ିଆ ମ୍ୟାନେଜମେଣ୍ଟ ପାଇଁ ଗୌର ମହାପାତ୍ର ସମ୍ବର୍ଦ୍ଧିତ
  • ଇସ୍ରାଏଲ ଗସ୍ତରେ ଯିବେ ମୋଦି, ଆଣ୍ଟି-ବାଲାଷ୍ଟିକ୍ ମିସାଇଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ପାଇଁ ହୋଇପାରେ ଚୁକ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In