• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୦ ରୁ ୧୮ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା, ପଡିବ ୩୪୦ଟି ଷ୍ଟଲ

by Voice of Victims
January 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୧୦ ରୁ ୧୮ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା, ପଡିବ ୩୪୦ଟି ଷ୍ଟଲ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟସ୍ତରୀୟ ଶିଶିର ସରସ ମେଳା -୨୦୨୬ ।  ଜାନୁଆରୀ ୧୦ରୁ ୧୮ ତାରିଖ ପର୍ଯ୍ୟନ୍ତ ଇଡକୋ ଗ୍ରାଉଣ୍ଡରେ ମେଳା ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବୁଲିପାରିବେ ରାଜଧାନୀବାସୀ ।  ଚଳିତବର୍ଷ ମୋଟ ୩୪୦ଟି ଷ୍ଟଲ ପଡିବ । 

ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାରୁ ଏସଏଚଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀ ରହିବେ ।  ଏହାସହ ୨୦ଟି ରାଜ୍ୟର ଏସଏଚଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀଙ୍କ ହାତ ତିଆରି ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ବିକ୍ରି ହେବ ।  ଏଥିରେ ୩୫ଟି ସ୍ୱତନ୍ତ୍ର ଫୁଡ୍ ଷ୍ଟଲ ରହିବା ସହ ପ୍ରତ୍ୟେକ ଦିନ ମେଳାରେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ।  ଚଳିତବର୍ଷ ଏହି ମେଳାରେ ୩୦ କୋଟି ବ୍ୟବସାୟର ଲକ୍ଷ୍ୟ ରଖାଯାଇଛି ।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In