• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା, ୨୫୦ କୋଟି ଟଙ୍କାର ସହାୟତା ରାଶି ଯିବ ଖାତାକୁ

by Voice of Victims
January 8, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର : ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ସମୁଦାୟ ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୮ ହଜାର ୩୯୮ ଜଣ ନୂଆ ହିତାଧିକାରୀଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି । ସେହିଭଳି ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି ।

ସେମାନେ ଏକାଥରକେ ପାଇବେ ଦୁଇଟି କିସ୍ତି। ସେହିପରି ଅଭିଯୋଗ ଶୁଣାଣିରେ୨୪ ହଜାର୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ଏଥିପାଇଁ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

Post Views: 37
Share199Tweet124Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In