ଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍ । ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏ ଅଘଟଣ । ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି ।
ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି ।

Copyright © 2023.