• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

OSSC ସମ୍ମୁଖରେ ରାତି ସାରା ଜେଇ ପରୀକ୍ଷାର୍ଥୀଙ୍କ ଧାରଣା, ପରୀକ୍ଷା ସରିବାର ଦୀର୍ଘଦିନ ପରେ ବି ବାହାରୁନି ରେଜଲ୍ଟ

by Voice of Victims
January 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
OSSC ସମ୍ମୁଖରେ ରାତି ସାରା ଜେଇ ପରୀକ୍ଷାର୍ଥୀଙ୍କ ଧାରଣା, ପରୀକ୍ଷା ସରିବାର ଦୀର୍ଘଦିନ ପରେ ବି ବାହାରୁନି ରେଜଲ୍ଟ

ଭୁବନେଶ୍ୱର : ରାଜ୍ୟରେ ପ୍ରବଳ ଶୀତ । ରାଜଧାନୀର ଶୀତୁଆ ରାତିରେ ଖୋଲା ଆକାଶ ତଳେ ଶୀତ କାକରରେ ପଡି ରହିଛନ୍ତି ଜେଇ ପରୀକ୍ଷର୍ଥୀ। CTSRE–2024 କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟା ଏପର୍ଯ୍ୟନ୍ତ ଅଟକି ରହିଛି ।

OSSC ଦ୍ୱାରା ଜେଇ ପ୍ରିଲିମିନାରୀ ପରୀକ୍ଷା ମେ ମାସରେ ଏବଂ ମେନ ପରୀକ୍ଷା ସେପ୍ଟେମ୍ବର ମାସରେ ସମାପ୍ତ ହୋଇଥିଲେ ମଧ୍ୟ ମେନ୍ ପରୀକ୍ଷାର ଫଳ ଏପର୍ଯ୍ୟନ୍ତ ପ୍ରକାଶ ପାଇନି। ରେଜଲ୍ଟ ନ ଆସିବାରୁ ଡକ୍ୟୁମେଣ୍ଟ ଭେରିଫିକେସନ୍ ମଧ୍ୟ ଆଗେଇ ପାରୁନଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ । ଏହାର ପ୍ରତିବାଦ କରି OSSC ସମ୍ମୁଖରେ ଧାରଣାରେ ବସିଛନ୍ତି ପରୀକ୍ଷାର୍ଥୀ ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
  • ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
  • ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ, ଛାରଖାର ହୋଇଗଲା ମହୋତ୍ସବ ଲାଗି ପଡ଼ିଥିବା ଷ୍ଟଲ୍
  • ଘଡଘଡି , ବିଜୁଳି ସାଙ୍ଗକୁ କୁଆପଥର ବର୍ଷା
  • କଳସଯାତ୍ରା ରୁ ଆରମ୍ଭ ହେଲା ଶ୍ରୀରାମ ନବମୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In