• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭଙ୍ଗା ନଯାଇ ସନ୍ତକ ହିସାବରେ ରଖାଯିବ ବର୍ତ୍ତମାନର ବିଧାନସଭା: ପୃଥ୍ବୀରାଜ ହରିଚନ୍ଦନ

by Voice of Victims
January 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆଜି ବି ଚାଲିପାରିଲାନି ବିଧାନସଭା, ସୋମବାର ଯାଏ ଗୃହକୁ ମୁଲତବି ରଖିଲେ ବାଚସ୍ପତି

ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ଏହାକୁ ସନ୍ତକ ହିସାବରେ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ ।

ଏହାସହ ନୂଆକରି ତିଆରି ହେବାକୁ ଥିବା ବିଧାନସଭାରେ ୩୦୦ ସଦସ୍ୟ ବସିପାରିବେ । ଲୋକସେବା ଭବନ ଏବଂ ବିଧାନସଭା ମଝିରେ ଥିବା ଖାଲି ସ୍ଥାନରେ ଏହି ନୂଆ ବିଧାନସଭା ଗଠନ ହେବ । ବର୍ତ୍ତମାନ ଲୋକସେବା ଭବନର ଅତି ନିକଟରେ ଥିବା ନଅ ତାଲା, ସେଚ ସଦନ ଏବଂ ରାଜୀବ ଭବନକୁ ଭଙ୍ଗାଯିବ । ଏ ସବୁ କୋଠା ବିପଦସଙ୍କୁଳ ବୋଲି ଘୋଷଣା ହୋଇସାରିଛି । ତେବେ ତିନୋଟି ପର୍ଯ୍ୟାୟରେ ନୂଆ ଲୋକସେବା ଭବନ ନିର୍ମାଣ ହେବ । ପ୍ରଥମ ପର୍ଯ୍ୟାୟରେ ଲୋକସେବା ଭବନର ମୁଖ୍ୟ ଅଫିସଟି ଖାରବେଳ ଭବନ ନିକଟରେ ନିର୍ମାଣ ହେବ । ଏହାପରେ ପାଓ୍ୱାର ହାଉସ ଛକକୁ ଲାଗି ଏଡିଏମ୍ ଅଫିସ, OSEPA ଅଫିସ୍ ପାଖରେ ହେବ ନୂତନ ଲୋକସେବା ଭବନ ଅଫିସ୍ ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In