• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

by Voice of Victims
January 14, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

କଟକ, ପତଞ୍ଜଳି ଯୋଗପୀଠ ପକ୍ଷରୁ ଯୋଗ ଶିକ୍ଷକ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ବେଲେଶ୍ୱର ମନ୍ଦିର ପ୍ରାଙ୍ଗଣରେ ମକର ସଂକ୍ରାନ୍ତି ଦିନ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଉତ୍ସବକୁ ଉଦଘାଟନ କରି ଶ୍ରୀଯୁକ୍ତ ଷଡ଼ଙ୍ଗୀ ସଂକ୍ରାନ୍ତି ପୁରୁଷ ଫକୀରମୋହନ ସେନାପତିଙ୍କ ଓଡ଼ିଆ ଭାଷାର ସଂରକ୍ଷଣ ଓ ସମୃଦ୍ଧିରେ ଥିବା ଅବଦାନ ଉପରେ ଆଲୋକପାତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଶ୍ରୀଧର ପଣ୍ଡା, ସାଗର ନାୟକ, ପବିତ୍ର ପାତ୍ର, ସନ୍ତୋଷ ଦାଶ, ଦେବାଶିଷ ଦାସ, ଭାରତୀ ନାୟକ, ପ୍ରଜ୍ଞା ପାରମିତା, ମୋନାଲିସା ଦାଶ, ଆରତୀ ଜେନା, ମନୋରମା ବିଶ୍ଵାଳ, କଳ୍ପନା ମହାନ୍ତି, ବିନୋଦିନୀ ଦେହୁରୀ ଓ ଗୀତାଞ୍ଜଳି ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଜଗନ୍ନାଥ ଅଷ୍ଟକମ, ବନ୍ଦେ ମାତରମ୍ ଗାନ ସହ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In