• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ଚାଲିଛି ତଦନ୍ତ, ଯେଉଁମାନେ ଦୋଷୀ ଧରାପଡ଼ିବେ: ଅନୁଭବ

by Voice of Victims
January 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଅଭିନେତା ଅନୁଭବ ମହାନ୍ତି ହୋଇପାରନ୍ତି ଗିରଫ !

କଟକ : ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ଚାଲିଛି ତଦନ୍ତ । ହ୍ୟୁମାନଙ୍କ ମୃତ୍ୟୁରେ ଯେଉଁମାନେ ଦୋଷୀ ସେମାନେ ସମସ୍ତେ ଧରାପଡ଼ିବେ ବୋଲି ପଡ଼ିବେ ବୋଲି କହିଛନ୍ତି ଅନୁଭବ ମହାନ୍ତି । ହ୍ୟୁମାନଙ୍କ ମାଆଙ୍କ ଅଭିଯୋଗକ୍ରମେ ଘଟଣାର ତଦନ୍ତ ଚାଲିଛି । ମୃତ୍ୟୁ ପଛର କାରଣ ଓ କେମିତି ମୁତ୍ୟୁ ମୁଖରେ ପଡ଼ିଲେ ଜଣାପଡ଼ିବା ଦରକାର । ପୋଲିସ ଏବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ।

ମୁଖ୍ୟମନ୍ତ୍ରୀ ନିଜେ ନିରପେକ୍ଷ ତଦନ୍ତ ପାଇଁ କହିଛନ୍ତି । ସତ ପଦାକୁ ଆସିବ ବୋଲି କହିଛନ୍ତି ଅନୁଭବ । ଗତ ନଭେମ୍ବର ୧୭ ତାରିଖରେ ହ୍ୟୁମାନ ସାଗରଙ୍କ ମୃତ୍ୟୁ ହୋଇଥିଲା । ପରେ ଡିସେମ୍ବର ୨୧ ତାରିଖରେ ଅର୍ପିତା ଚୌଧୁରୀ, ସୋମେଶ ଶତପଥୀଙ୍କ ସମେତ ୯ଜଣଙ୍କ ନାଁରେ ମର୍କତନଗର ଥାନାରେ ଏତଲା ଦେଇଥିଲେ ହ୍ୟୁମାନଙ୍କ ମାଆ ସେଫାଳି ସୁନା । ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।

Post Views: 20
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In