କଟକ: ୨୪ରୁ ବନ୍ଦ ହେବ ବସ ଚଳାଚଳ । କଟକକୁ ଆସିବ ନାହିଁ କୌଣସି ଘରୋଇ ବସ । ମୁଖ୍ୟମନ୍ତ୍ରୀ ବସ ସେବାକୁ ବିରୋଧ କରି ରାଜ୍ୟ ଘରୋଇ ବସ ମାଲିକ ସଂଘ ର ନିଷ୍ପତ୍ତି ।

୨୩ ତାରିଖ ସୁଦ୍ଧା ଯଦି ପଞ୍ଚାୟତରୁ ଜିଲ୍ଲା ସଦର ମହକୁମାକୁ ମୁଖ୍ୟମନ୍ତ୍ରୀ ବସ ଚଳାଚଳ ବନ୍ଦ କରିବାକୁ ଚେତାବନୀ । ରାଜ୍ୟ ଘରୋଇ ବସ ମାଲିକ ସଂଘର ଜରୁରୀ ବୈଠକ । ବୈଠକରେ ୮ ଜିଲ୍ଲାର ୧୮ ଆସୋସିଏସନ ସାମିଲ । ରାଜ୍ୟ ଘରୋଇ ବସ ମାଲିକ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁଙ୍କ ସୂଚନା ।
