• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସାରା ରାଜ୍ୟରେ ପକ୍ଷୀ ଗଣନା, ୫ଟି ରେଞ୍ଜ ପାଇଁ ୨୨ଟି ଟିମ୍ ଗଠନ

by Voice of Victims
January 18, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ସାରା ରାଜ୍ୟରେ ପକ୍ଷୀ ଗଣନା, ୫ଟି ରେଞ୍ଜ ପାଇଁ  ୨୨ଟି ଟିମ୍ ଗଠନ

ଭୁବନେଶ୍ବର: ସାରା ରାଜ୍ୟରେ ପକ୍ଷୀ ଗଣନା । ଚିଲିକା ଓ ହୀରାକୁଦରେ ପକ୍ଷୀ ଗଣନା ହେଉଛି । ଚିଲିକାରେ ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା କରାଯିବ । ୫ଟି ରେଞ୍ଜ ପାଇଁ ମୋଟ ୨୨ଟି ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଟିମରେ ୩ ରୁ ୫ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ଚିଲିକାର ବିଭିନ୍ନ ସ୍ଥାନ ବୁଲି ପକ୍ଷୀ ଗଣନା କରାଯାଉଛି ।

ବାଇନା କୁଲାର, କ୍ୟାମେରା ଏବଂ ଜିପିଏସ ସାହାଯ୍ୟରେ ପକ୍ଷୀ ଗଣନା କରାଯାଉଛି । ସାତପଡାରେ ୪, ଟାଙ୍ଗୀରେ ୮, ବାଲୁଗାଁରେ ୭, ରମ୍ଭା -୨ ଓ ନୂଆପଡାରେ ଗୋଟିଏ ଟିମ୍ ନିୟୋଜିତ ଅଛନ୍ତି । ଚଳିତବର୍ଷ ଚିଲିକାରେ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ବଢିଥିବା ଅନୁମାନ କରାଯାଉଛି । ଗତବର୍ଷ ୧୧ଲକ୍ଷ ୨୭ ହଜାର ୨୨୮ ଟି ପକ୍ଷୀ ଆସିଥିଲେ । ଚଳିତବର୍ଷ ପକ୍ଷୀ ସଂଖ୍ୟା କେତେ ଅଛି ସନ୍ଧ୍ୟାରେ ଜଣାପଡିବ ।

ସେହିପରି ହୀରାକୁଦରେ ପକ୍ଷୀ ଗଣନା ପାଇଁ ୨୧ଟି ସେକ୍ଟର ଗଠନ କରାଯାଇଛି । ୭୦ଜଣ ବନ ଅଧିକାରୀ ଓ ପକ୍ଷୀ ବିଶେଷଜ୍ଞ ସାମିଲ ହୋଇଛନ୍ତି । ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏ ଗଣନା ଚାଲିବ । ଗତବର୍ଷ ହୀରାକୁଦକୁ ୧୨୨ ପ୍ରଜାତିର ୩ଲକ୍ଷ ୭୭ ହଜାର ୭୩୨ ବିଦେଶୀ ପକ୍ଷୀ ଆସିଥିଲେ । ସେହିପରି ଆଠଗଡ଼ ବନଖଣ୍ଡର ୫ଟି ରେଞ୍ଜରେ ପକ୍ଷୀ ଗଣନା ଚାଲିଛି । ଅଂଶୁପା ସମେତ ୪୦ଟି ସ୍ଥାନରେ ପକ୍ଷୀ ଗଣନା କରୁଛନ୍ତି ଟିମ୍ ।

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In