• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କମିଲା ଶୀତ, ବଢିଲା ତାପମାତ୍ରା; ରାଜଧାନୀରେ ଛୁଇଁଲା ୩୦ ଡିଗ୍ରୀ

by Voice of Victims
January 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କମିଲା ଶୀତ, ବଢିଲା ତାପମାତ୍ରା; ରାଜଧାନୀରେ ଛୁଇଁଲା ୩୦ ଡିଗ୍ରୀ

ଭୁବନେଶ୍ୱର : କମିଲା ଶୀତ, ବଢିଲା ତାପମାତ୍ରା । ରାଜଧାନୀରେ ୩୦ ଡିଗ୍ରୀ ଛୁଇଁଲା ରାତି ତାପମାତ୍ରା । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ପରେ ପ୍ରଥମ ଥର ବଢ଼ିଲା ରାତି ତାପମାତ୍ରା । ଉତ୍ତର ପଶ୍ଚିମକୁ ପ୍ରଭାବିତ କରିବ ପଶ୍ଚିମା ଝଡ଼ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ପରେ ପ୍ରଥମ ଥର ବଢ଼ିଲା ରାତି ତାପମାତ୍ରା ।

ଭୁବନେଶ୍ବରରେ ୩୦, ନବରଙ୍ଗପୁରରେ ୩୦.୮, ଟିଟିଲାଗଡ଼ରେ ୩୦.୫, ଭବାନୀପାଟଣାରେ ୩୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗକୁ ପାରଦ ୫ରୁ ୫ ଡିଗ୍ରୀ ସେଲସିୟସ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ତାପମାତ୍ରା ବଢିଲେ ଶୀତ କମିଯିବ।

Post Views: 27
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In