• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲଦାଖରେ ୫.୭ ତୀବ୍ରତାର ଭୂକମ୍ପ ଝଟକା, ସରକାର ଜାରି କଲେ ଆଡଭାଇଜରୀ

by Voice of Victims
January 19, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଲଦାଖରେ ୫.୭ ତୀବ୍ରତାର ଭୂକମ୍ପ ଝଟକା, ସରକାର ଜାରି କଲେ ଆଡଭାଇଜରୀ

ନୂଆଦିଲ୍ଲୀ : ଲେହ ଲଦାଖରେ ଭୂକମ୍ପ ଝଟକା ଅନୁଭୂତ । ୫.୭ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା ଲାଗିଛି । ସକାଳ ୧୧ଟା ୫୧ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ଝଟକା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କ ପାଇଁ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

ଭୂକମ୍ପ ଝଟକା ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ଅନୁସାରେ, ରବିବାର ସକାଳ ୧୧.୫୧ ମିନିଟ ସମୟରେ ଉତ୍ତ ପଶ୍ଚିମ କଶ୍ମୀର ଏବଂ ଲଦାଖର ବିଭିନ୍ନ ଅଞ୍ଚଳରେ ୫.୭ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି । ଏହାର ଭୁପୃଷ୍ଠରୁ ୧୭୧ କିମି ଗଭୀରତାରେ କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି ।

ତେବେ ଲଦାଖରେ ଭୂକମ୍ପ ଆସିବାର ଗୋଟେ ଦିନ ପୂର୍ବରୁ ହିମାଳୟ ଅଞ୍ଚଳରେ ଥିବା ପଡୋଶୀ ଦେଶ ଆଫଗାନିସ୍ତାନରେ ମଧ୍ୟ ଭୂକମ୍ପ ଝଟକା ଲାଗିଥିଲା । ଗତ ସପ୍ତାହରେ ୪.୨ ଏବଂ ୩.୮ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏଥିରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।

Post Views: 55
Share199Tweet124Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In